ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍, ଭାଷାବିତ୍‌ ତଥା ଲୋକ କଥାକାର ଡ. ମହେନ୍ଦ୍ର ମିଶ୍ର ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ। ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମ୍ମାନଜନକ ପୁରସ୍କାର ପାଇବା ଏବଂ ସମଗ୍ର ରାଜ୍ୟ ପାଇଁ ଅପାର ଗର୍ବ ଏବଂ ସମ୍ମାନ ଆଣିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

୬୬ ଜଣ ବ୍ୟକ୍ତିତ୍ୱଙ୍କୁ ଚଳିତ ବର୍ଷର ପ୍ରଥମ ପର୍ଯ୍ୟାୟ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୫୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିବା ବେଳେ ୬ ଜଣଜଙ୍କୁ ପଦ୍ମଭୂଷଣ ଓ ୨ ଜଣଙ୍କୁ ପଦ୍ମବିଭୂଷଣ ସମ୍ମାନ ମିଳିଛି ।

Leave a Reply

Your email address will not be published. Required fields are marked *