କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ ଗରମ ପରିସ୍ଥିତି ମଧ୍ୟରେ ରାଜ୍ୟର ସବୁଠାରୁ ଉତପ୍ତ ସହର ପାଲଟିଛି ଝାରସୁଗୁଡ଼ା ସହର । ମଙ୍ଗଳବାର ଦିନ ଝାରସୁଗୁଡ଼ାରେ ୪୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହିତ ଏପ୍ରିଲ ମାସର ଝାରସୁଡ଼ା ତାତି ୧୦ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛି । ୨୦୧୦ ଏପ୍ରିଲ ୨୦ ତାରିଖରେ ଝାରସୁଗୁଡ଼ା ତାତି ୪୬.୧ ରହିଥିଲା । Post navigation ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ