ବଦଳି ଆଦେଶକୁ ଅଣଦେଖା କରୁଥିବା ଅଧିକାରୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ରାଜ୍ୟ ଅର୍ଥ ବିଭାଗ। ଅର୍ଥ ବିଭାଗର ତିନି ତିନି ଥର ନିର୍ଦ୍ଦେଶକୁ ଫୁ’ ପରେ ବିଭାଗର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନଦେଲେ ଆସନ୍ତାକାଲିଠାରୁ ସେମାନଙ୍କ ଦରମା ବନ୍ଦ କରାଯିବ ବୋଲି ସ୍ପଷ୍ଟ କରିଛି ବିଭାଗ।

 

 

Leave a Reply

Your email address will not be published. Required fields are marked *