ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାରେ ରିପୋର୍ଟ ମାଗିଛି ଓଡିଶା ହାଇକୋର୍ଟ । ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ସମ୍ପର୍କରେ ତଥ୍ୟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ । ଫେବୃଆରି ୧୯ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି । Post navigation ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ