ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍‌ଡିଏ ପ୍ରାର୍ଥୀ ଓମ୍‌ ବିର୍ଲା।

ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେହିଭଳି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଗୃହରେ ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

 

Leave a Reply

Your email address will not be published. Required fields are marked *