ବହୁ ଚର୍ଚ୍ଚିତ ବାଲିଅନ୍ତା ଭିଡ଼ହତ୍ୟା ମାମଲାରେ ଆସିଲା ସୌମ୍ୟରଞ୍ଜନ ସ୍ବାଇଁଙ୍କ ସାଙ୍ଗ ଓମ୍ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ଓମ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଅନ୍ୟପଟେ ଏହି ଘଟଣାରେ ୫/୬ ଅଭିଯୁକ୍ତ ଏବେ ବି ଫେରାର ରହିଥିବା ସୂଚନା ଦେଇଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି ଯେ ୱାରେଣ୍ଟ ସହ ଅଭିଯୁକ୍ତମାନଙ୍କୁ ପଳାତକ ଘୋଷଣା କରି ୯୦ ଦିନ ଭିତରେ ଚାର୍ଜସିଟ୍ ଦାଖଲ କରାଯିବ । ଗିରଫ ୨୦ ଅଭିଯୁକ୍ତମାନଙ୍କ ସହ ଫେରାର ୫ ଅଭିଯୁକ୍ତଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍ ଦାଖଲ କରାଯିବ । Post navigation Baragada Doctor Attacked At Hospital: ବରଗଡ଼ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଆକ୍ରମଣ; ଯୁବକ ଅଟକ Ratha Jatra Stampede: ରଥଯାତ୍ରା ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା; ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ