ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି କହିଛନ୍ତି ବାଚସ୍ପତି ସୁରମା ପାଢୀ । ବିରୋଧୀଙ୍କୁ ଚେତାବନୀ ଦେଇ ବାଚସ୍ପତି କହିଛନ୍ତି ଅଧିବେଶନରେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । କିନ୍ତୁ ବିଶଋଙ୍ଖଳା ଆଚରଣ କଲେ ବରଦାସ୍ତ କରାଯିବନି । ବାଚସ୍ପତି କହିଛନ୍ତି ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ । ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । ବିରୋଧୀ ମାନେ ବିରୋଧାଭାସ କଲେ, ବିଶୃଙ୍ଖଳା କଲେ ଚଳିତ ବିଧାନସଭାରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ । Post navigation ରାଜଧାନୀରେ ମୋ ବସର ସିରିଜ୍ ଦୁର୍ଘଟଣା; ୪ ଆହତ ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥଳୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ