ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ୍ ପରୀକ୍ଷା-୨୦୨୩ ଆଜି ପ୍ରକାଶିତ ହୋଇଛି । ୧୫୭୩ ଜଣ ମହିଳାଙ୍କ ସମେତ ମୋଟ ୪୭୯୯ ଜଣ ପରୀକ୍ଷାର୍ଥୀ ମେନ୍ ପରୀକ୍ଷା ପାଇଁ କୃତକାର୍ଯ୍ୟ ହୋଇଛନ୍ତି । ସୂଚନା ଅନୁସାରେ ୨୦୨୪ ଡିସେମ୍ବର ୧୫ରେ ଓଡିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା ହୋଇଥିଲା । କୃତି ପରୀକ୍ଷାର୍ଥୀଙ୍କ ରୋଲ୍ ନମ୍ବର ଓଡ଼ିଶା ଲୋକସେବା ଆୟୋଗର ୱେବସାଇଟ୍ http://opsc.gov.in ରେ ଉପଲବ୍ଧ ଅଛି । Post navigation ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରବାଟୀ ଦିନିକିଆ ମ୍ୟାଚ୍: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ଓ ଇଂଲଣ୍ଡ ଦଳର ଖେଳାଳି