କଟକର ପ୍ରସିଦ୍ଧ ଦୁର୍ଗାପୂଜା ମଣ୍ଡପଗୁଡ଼ିକରେ ମୂର୍ତ୍ତିର ଉଚ୍ଚତା କେତେ ରହିବ ସେ ନେଇ ଓଡିଶା ହାଇକୋର୍ଟ କଟକଣା ଜାରି କରିଛନ୍ତି । ସୁଉଚ୍ଚ ତୋରଣ ସହିତ ଇଲେକ୍ର୍ଟିକ ଗେଟ୍ ନିର୍ମାଣ ଉପରେ ଵି କଟକଣା ଜାରି କରିଛନ୍ତି ହାଇକୋର୍ଟ । ତେବେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍ ନିର୍ମାଣ ଅନୁମତି ଦେଇଛନ୍ତି ହାଇକୋର୍ଟ । ସେହିପରି ୬୫ ଡେସିବଲ୍ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବା ପାଇଁ ଅନୁମତି ଦେଇଛନ୍ତି ହାଇକୋର୍ଟ । Post navigation ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC କେନ୍ଦୁଝର ଜିଲ୍ଲାରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା