BSE Odisha Reschedules Class V Upper Primary Scholarship Exam to October 3

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET)-୨୦୨୬ ପାଇଁ ପଞ୍ଜୀକରଣ ଅବଧିକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୧୭ ନିର୍ଦ୍ଧାରିତ ହୋଇଥିବା ବେଳେ, ଏବେ ଏହାକୁ ଅଗଷ୍ଟ ୨୩ ମଧ୍ୟରାତ୍ରି ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ବୋର୍ଡ ପକ୍ଷରୁ ଏହି ପଞ୍ଜୀକରଣ ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *