ଆଜି ରାଜ୍ୟରେ ବିଭିନ୍ନ କେନ୍ଦ୍ରରେ ଅନୁଷ୍ଠିତ ହୋଇଛି ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ । ଦୁଇଟି ସିଟିଙ୍ଗରେ ହେବ OTET ପରୀକ୍ଷା । ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୩୧୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ଏହି ପରୀକ୍ଷା ମଧ୍ୟରୁ ପ୍ରଥମ ପେପର (Paper-I) ସକାଳ ୯ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ପେପର (Paper-II) ଅପରାହ୍ନ ୨ଟାରୁ ସନ୍ଧ୍ୟା ୪ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ । Post navigation Panchasakha Shiksha Setu: ପଞ୍ଚସଖା ଶିକ୍ଷାସେତୁ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ୬୦୯ ପ୍ରକଳ୍ପକୁ ମଞ୍ଜୁରୀ