Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…

Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣା ପଛରେ ହରିୟାଣା ନଂ ଥିବା I-20 କାର୍‌ !

ସୋମବାର ସନ୍ଧ୍ୟାରେ ଦିଲ୍ଲୀର ରାଜଧାନୀରେ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଏପର୍ଯ୍ୟନ୍ତ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି ଜଣାପଡିଛି। ଏହି ବିସ୍ଫୋରଣ ଘଟଣା ପଛରେ I-20 କାର୍‌…

Nuapada Bye-Election: “ଉଚ୍ଚାରଣ ଅହିଂସା, ଆଚରଣ ହିଂସା” – ଗଣତନ୍ତ୍ର ପ୍ରତି ବିପଦ: ଡ.ଯତୀନ ମହାନ୍ତି

ଆଜି ନୂଆପଡା ଏନଏସି ଅଧ୍ୟକ୍ଷଙ୍କ ପୁତୁରା କିଛି ଦଳୀୟ ଗୁଣ୍ଡାଙ୍କ ସହିତ ମିଶି ବିଜେପି କାର୍ଯ୍ୟକର୍ତାଙ୍କୁ ବନ୍ଧୁକ ଦେଖାଇ ମାରି ଦେବାର ଧମକ ଦେବାକୁ ଯେତେ ନିନ୍ଦା କଲେ ମଧ୍ୟ କମ୍ ପଡିବ ବୋଲି ରାଜ୍ୟ ଉପସଭାପତି ଡା.ଯତୀନ ମହାନ୍ତି କହିଛନ୍ତି…

Nuapada Bypoll: ନୂଆପଡା ବିଧାନ ସଭା ଆସନକୁ ବିଜେପି ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି: କଂଗ୍ରେସ

ବିଜେପି ନୁଆପଡ଼ା ବିଧାନସଭା ଆସନକୁ ବିଭିନ୍ନ ଚଞ୍ଚକତା କରି ହାତେଇବାକୁ ଊଦ୍ୟମ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି । କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି ବିଜେପି କ୍ୟାରଟ ଓ ଲାଠି ନୀତି ଦେଖାଇ ସ୍ବର୍ଗତ ବିଧାୟକଙ୍କର ପୁତ୍ର ଜୟ…

Delhi Car Blast: ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀର ଐତିହାସିକ ସ୍ଥଳୀ ଲାଲକିଲ୍ଲା ନିକଟରେ ଆଜି ସନ୍ଧ୍ୟାରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିବା ପରେ ଓଡ଼ିଶାରେ କଡ଼ା ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୋଲିସ ଡିଜିଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୁରୀ ସମେତ…

Pramod Bhagat bags Triple Gold: ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ

ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପଦ୍ମଶ୍ରୀ ପ୍ରମୋଦ ଭଗତ ।ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ ପ୍ରମୋଦ ଭଗତ ସିଙ୍ଗଲସ, ଡବଲ୍ସ ଏବଂ…

Delhi Blast: ଦିଲ୍ଲୀ ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ: ୧୩ ମୃତ, ୧୪ ଆହତ

ଆଜି ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ କାରରେ ବିସ୍ପୋରଣ ଘଟିଛି। ବିସ୍ଫୋରଣ ପରେ କାରଟିରେ ନିଆଁ ଲାଗିଯାଇଛି। ସୋମବାର ସନ୍ଧ୍ୟାରେ ଘଟିଥିବା ଏହି ବିସ୍ଫୋରଣରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଆହତ ହୋଇଥିବା ସୂଚନା ମିଳିଛି। ଲାଲକିଲ୍ଲା ମେଟ୍ରୋ…

Nuapada Bye Election: ଏକପାଖିଆ ଦମନଲୀଳା ଚଳାଇଛି ନୂଆପଡ଼ା ପୁଲିିସ: ବିଜେଡି

ନିର୍ବାଚନ ହାରିବା ଭୟରେ ବିଜେପି ଏବେ ପୁଲିସକୁ ବିଜେଡି ନେତାଙ୍କ ପଛରେ ଲଗାଇ ଦେଇଛି । ଯାହାକୁ ପାରିଲେ ଗିରଫ କରିନେଉଛନ୍ତି । ଆଜି ବିଜେଡି ନେତୃବୃନ୍ଦ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହାର ତୀବ୍ର ପ୍ରତିବାଦ କରିଛନ୍ତି । ବିଜେଡି…

Nuapada Bypoll: ନୂଆପଡା ଉପନିର୍ବାଚନରେ ସରକାରୀ ବଳର ଅପବ୍ୟବହାର କରୁଛି ବିଜେପି: ବିଜେଡି

ଗୋଟିଏ ଟ୍ରକରେ ଇଭିଏମ୍ ମେସିନ ନୂଆପଡାକୁ ନିଆଯାଇଛି ବୋଲି ବିଜେଡି ତରଫରୁ କରାଯାଇଥିବା ଅଭିଯୋଗକୁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଖଣ୍ଡନ କରିବା ପରେ ଦଳ ତରଫରୁ ଅଧିକ ଯୁକ୍ତି ବଢ଼ା ଯାଇଛି । ନୂଆପଡା ନିର୍ବାଚନ ମଣ୍ଡଳୀରେ ଥିବା…

Dharmendra Hospitalised: ଭେଣ୍ଟିଲେଟରରେ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲ

ଭେଣ୍ଟିଲେଟରରେ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର ଦେଓଲ। ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇଥିବା ଜଣାପଡିଛି । ସେଥିପାଇଁ ସେ ମୁମ୍ବାଇର ଘରୋଇ ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ଥିବା ସୂଚନା ମିଳିଛି । ଗତ ସପ୍ତାହ ବି ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ…