ତାଜା ଖବର ରାଜ୍ୟ 128 Medical Staff Face Disciplinary Action: ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ June 18, 2026 Papirani
ତାଜା ଖବର ରାଜ୍ୟ 128 Medical Staff Face Disciplinary Action: ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ June 18, 2026 Papirani
ତାଜା ଖବର ରାଜ୍ୟ Mukesh Mahaling’s Car meets with Accident: ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ June 18, 2026 Papirani
ତାଜା ଖବର ସୁନ୍ଦରଗଡରେ ଗୁଳିକାଣ୍ଡ, ୬ଜଣ ଗୁରୁତର July 5, 2024 Papirani ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲରେ ହୋଇଛି ଗୁଳିକାଣ୍ଡ । ୨୦୦ରୁ ଊର୍ଦ୍ଧ୍ବ ରାଉଣ୍ଡ ଗୁଳି ଚାଳନା ହୋଇଥିବା ବେଳେ ୧୦୦ ବୋମା ଫୁଟିଥିବା ସୂଚନା । ଗୁଳିକାଣ୍ଡ ଯୋଗୁ ନଷ୍ଟ ହୋଇଯାଇଛି ଦାମୀ ଦୀମୀ କାର୍।ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି…
ତାଜା ଖବର ଦେଶ ରାଜ୍ୟ ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ July 5, 2024 Papirani ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ନାରାୟଣପୁର ତେଲାଙ୍ଗୁର ଜଙ୍ଗଲରେ ପୋଲିସ ଇନଫର୍ମର ସନ୍ଦେହରେ ଯୁବକକୁ ମାଓବାଦୀ ହତ୍ୟା କରିଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ଜବତ ହୋଇଛି।
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟର ଦ୍ବାରସ୍ଥ ହେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା July 5, 2024 Papirani ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହେବା ପରେ ଏବେ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ବଢ଼ିଛି । କୌଣସି କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ…
ଦେଶ ବିଶ୍ୱ ରାଜନୀତି ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ July 5, 2024 Papirani ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍ ଷ୍ଟାର୍ମରଙ୍କ ଲେବର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ July 5, 2024 Papirani କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ July 5, 2024 Papirani କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…
ରାଜ୍ୟ ରତ୍ନ ଭଣ୍ଡାର ପାଇଁ ୧୬ ଜଣିଆ ନୂଆ ଉଚ୍ଚସ୍ତରୀୟ କମିଟି July 4, 2024 Nirvay ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ଗଠନ ହୋଇଥିବା ୧୬ ଜଣିଆ ଯାଞ୍ଚ କମିଟି ସଦସ୍ୟଙ୍କ ତାଲିକା ଆସିଛି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ନେତୃତ୍ୱରେ ଏହି କମିଟି ଗଠନ ହୋଇଛି। ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ…
ରାଜ୍ୟ ୬ରେ ରତ୍ନଭଣ୍ଡାରର ଚୂଡ଼ାନ୍ତ ନିଷ୍ପତ୍ତି: ଆଇନ ମନ୍ତ୍ରୀ July 4, 2024 Nirvay ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବ ବୋଲି କହିଲେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୬ ତାରିଖରେ ବୈଠକ ବସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ଏ ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ…
ରାଜ୍ୟ ୮ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି July 4, 2024 Nirvay ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦେଇଛି।
ରାଜ୍ୟ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା July 4, 2024 Nirvay ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା…