ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ

ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି

ଆଜି ଶ୍ରୀମନ୍ଦିର ପରିଚାଳନା ପାଇଁ ୧୦ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟି ଗଠନ ହେବା ନେଇ ଆଇନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ୧୦ ଜଣ ସଦସ୍ୟ ଏହି କମିଟିରେ ସ୍ଥାନ ପାଇଛନ୍ତି…

ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି କାଉନସିଲର । ନବରଙ୍ଗପୁର ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ହେଉଛି ଉମରକୋଟ ସହର । କିନ୍ତୁ ୫ ବର୍ଷ ଭିତରେ ବଦଳିଲେଣି ୧୧ ଜଣ ଉମରକୋଟ ପୌର ପରିଷଦ ନିର୍ବାହୀ…

ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ…

ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ…

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା । ରାଜ୍ୟରେ ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଡିଜିଟାଲ ଯୋଜନା ମାଧ୍ୟମରେ ସାଧାରଣ ଲୋକଙ୍କୁ ମତାମତ ନେବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ । ରାଜ୍ୟ…

ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଯିବେ ରାଜସ୍ବ ମନ୍ତ୍ରୀ

ଯାଜପୁରକୁ ଛାଡ଼ି ବନ୍ୟା ସ୍ଥିତି ସବୁ ଜିଲ୍ଲାରେ ସ୍ଥିତି ସ୍ବାଭାବିକ ରହିଛି । ତେଣୁ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଜିଲ୍ଲା ଯିବେ ରାଜସ୍ବ ମନ୍ତ୍ରୀ । ଯାଜପୁର ଜିଲ୍ଲା ଗସ୍ତ ପୂର୍ବରୁ ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ । ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ…

୧୫ ଦିନ ପରେ ଆନ୍ଦୋଳନରୁ ଓହରିଲା ଅମଲା ସଂଘ

ଦୀର୍ଘ ୧୫ ଦିନ ଧରି ଜାରି ରହିଥିବା ଆନ୍ଦୋଳନକୁ ସ୍ଥଗିତ ରଖିଲା ଅମଲା ସଂଘ । ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଏ ନେଇ ସୂଚନା ଦେଇଛନ୍ତି ଅମଲା ସଂଘ…