Kartika Month: ଜାଣନ୍ତୁ କାର୍ତ୍ତିକ ମାସ ଶେଷ ସୋମବାର ପାଇଁ କେଉଁଠି ସ୍ଥାନୀୟ ଛୁଟି ଘୋଷଣା ହୋଇଛି

ନଭେମ୍ବର ୩ ତାରିଖରେ, କାର୍ତ୍ତିକ ମାସର ଶେଷ ସୋମବାରରେ ଦକ୍ଷିଣ ଓଡଶାର ୪ ଟି ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଛୁଟି…

Odisha’s first Semiconductor Unit: ଓଡ଼ିଶାର ପ୍ରଥମ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ଇନଫୋ ଭ୍ୟାଲିରେ ସିକ୍ସେମ୍ (SiCSem) ପ୍ରାଇଭେଟ୍ ଲିମିଟେଡର କମ୍ପାଉଣ୍ଡ୍ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ATMP ସୁବିଧାର ଭୂମିପୂଜନ…

Rohan Bopanna Retires: ଅବସର ଘୋଷଣା କଲେ ଟେନିସ ତାରକା ରୋହନ ବୋପାନ୍ନା

ଭାରତୀୟ ଟେନିସ ତାରକା ରୋହନ ବୋପାନ୍ନା ଆଜି ଟେନିସ ଜଗତରୁ ଅବସର ଘୋଷଣା କରିଛନ୍ତି । ୪୫ ବର୍ଷୀୟ ଏହି ଖେଳାଳି ସୋସିଆଲ ମିଡିଆରେ ତାଙ୍କର ଅବସର ଘୋଷଣା କରିଛନ୍ତି । ବୋପାନ୍ନାଙ୍କର ଶେଷ ପ୍ରଦର୍ଶନ ପ୍ୟାରିସ୍ ମାଷ୍ଟର୍ସ ୧୦୦୦ ରେ…

Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ

କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…

Andhra Pradesh Stampede: ଆନ୍ଧ୍ରରେ ଦଳାଚକଟା, ୯ ମୃତ

ଆନ୍ଧ୍ର ପ୍ରଦେଶ ର ଶ୍ରୀକାକୁଲମରେ ଦଳାଚକଟା ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି । କାଶିବୁଗା ସ୍ଥିତ ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିର ଭିତରେ ଦଳାଚକଟା ଯୋଗୁଁ ନଅ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। । ଏକାଦଶୀ…

Subhadra Yojana: ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ…

Olive Ridley Turtle: ଆଜିଠୁ ୭ ମାସ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ

ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଜାରି ହୋଇଛି । ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି ନଭେମ୍ବର ୧ ତାରିଖରୁ ମେ…

Mohammad Azharuddin: ତେଲେଙ୍ଗାନା କ୍ୟାବିନେଟ୍‌ରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମହମ୍ମଦ ଆଝାରୁଦ୍ଦିନ

ତେଲେଙ୍ଗାନା କ୍ୟାବିନେଟରେ ମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ । ଆଜି ରାଜଭବନରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ରାଜ୍ୟପାଳ ଜିଷ୍ଣୁ ଦେବ…

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

Nuapada Bypoll: ନୂଆପଡାରେ ପ୍ରୀତି ରଞ୍ଜନ ଘଡେଇଙ୍କ ବାସସ୍ଥାନରେ ଚଢ଼ାଉ କରିବା ଘଟଣାକୁ କଡା ନିନ୍ଦା କରିଛି ବିଜେଡି

ନୂଆପଡାରେ ନିର୍ବାଚନ ପ୍ରଚାର ଉଷ୍ମତା ବୃଦ୍ଧି ପାଇଥିବା ବେଳେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରୀତି ରଞ୍ଜନ ଘଡେଇ ନୂଆପଡାରେ ରହୁଥିବା ଘର ଉପରେ ପ୍ରଶାସନ ତରଫରୁ ଆଜି ଚଢ଼ାଉ କରାଯାଇଥିଲା, ଯାହାକୁ ବିଜୁ ଜନତା ଦଳ ତରଫରୁ କଡା…