ଓଡିଶାରେ ଅଗ୍ନିବର୍ଷା ; ଦିନ ସାଢେ ୨ ଟା ସୁଦ୍ଧା ୪୬ ଛୁଇଁଲା ପାରଦ

ଭୁବନେଶ୍ୱର ; ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଡିଗ୍ରୀ ଟପିଲା ଭୁବନେଶ୍ୱର :ବାଲେଶ୍ୱର ସର୍ବାଧିକ ୪୬ ଡିଗ୍ରୀ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଜାରି ରହିବ। ଆହୁରି ୩ ଦିନ ଆକାଶରୁ ବର୍ଷିବ…

ରାଜ୍ୟରେ ୩୭୬ ଜଣ ଅଂଶୁଘାତରେ ଆକ୍ରାନ୍ତ,୨ ମୃତ

ରାଜ୍ୟରେ ତାତି ବଢିବା ସହ ଅଂଶୁଘାତ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୭୬ ଜଣ ଅଂଶୁଘାତରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବାର ଜଣା ପଡ଼ିଛି। ସୁନ୍ଦରଗଡ଼ରେ ସର୍ବାଧିକ ୬୦,ମୟୂରଭଞ୍ଜରେ ୫୦ ଜଣ,ଖୋର୍ଦ୍ଧାରୁ ୩୬ ଜଣ,ଝାରସୁଗୁଡ଼ାରୁ ୧୮…

ବିଜେପି ଛାଡିଲେ କାଳୁ ଖଣ୍ଡାୟତରାୟ

ଖୋର୍ଦ୍ଧା; ଖୋର୍ଦ୍ଧାରୁ ବିଜେପିର ପୂର୍ଵତନ ବିଧାୟକ କାଳୁ ଖଣ୍ଡାୟତରାୟ ଆଜି ଇସ୍ତଫା ଦେଇଛନ୍ତି । ବିଜେପିରୁ ଟିକେଟ ନ ମିଳିବାରୁ ସେ ଦଳ ଛାଡିଛନ୍ତି ବୋଲି ସାମ୍ବାଦିକ ସମ୍ମିଳ୍ଳନୀ କରି କହିଛନ୍ତି । ଏହା ସହ ସେ ଖୋର୍ଦ୍ଧାରୁ ସ୍ୱାଧୀନ ଭାବେ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ

ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ। ଖବର ଅନୁଯାୟୀ ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ହୋଇଛି ଏନ୍‌କାଉଣ୍ଟର। DRG, STFର ମିଳିତ ସୁରକ୍ଷାକର୍ମୀଙ୍କକମ୍ବିଂ ଅପରେସନ ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା। ବହୁସମୟ ଧରି ଉଭୟ ପକ୍ଷରୁ ଗୁଳି ଚାଳନ ହୋଇଥିବା…

ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

ଛତ୍ରପୁର; ଆଜି ଷଷ୍ଠ ଥର ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ପାରମ୍ପରିକ ହିଞ୍ଜିଳି ବିଧାନସଭା ଆସନରୁ ସେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପୂର୍ବରୁ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୭୫ ଲକ୍ଷ ଟଙ୍କା

ଭୁବନେଶ୍ୱର; ବିମାନବନ୍ଦରରୁ ଜବତ ହୋଇଛି ପୁଳାପୁଳା ଟଙ୍କା । ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି । ଭୁବନେଶ୍ୱର ବିମାନବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ନଗଦ ୭୫ଲକ୍ଷ ଟଙ୍କା ଜବତ କରାଯାଇଛି।…

ଜଳୁଛି ଓଡିଶା ; ଦିନ ସାଢ଼େ ୧୧ଟା ସୁଦ୍ଧା ୪୪ ଟପିଲା ପାରଦ

ଭୁବନେଶ୍ୱର; ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୪୪ ଟପିଛି । ବାଲେଶ୍ୱର ୪୪.୧, ଭୁବନେଶ୍ୱର ୪୩.୬, ଝାରସୁଗୁଡ଼ା ୪୨.୫, କେନ୍ଦୁଝର ୪୧.୪, ଚାନ୍ଦବାଲି ୪୧.୨, ରାଉରକେଲା ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସିଭିୟର ହିଟ୍ ୱେଭ୍…

ଓଡ଼ିଶାର ୫ଟି ସହର ୪୪ ଡିଗ୍ରୀ ଉପରେ ; ବାରିପଦା ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର : ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାରିପଦା ୪୪.୮, ଅନୁଗୋଳ ୪୪.୩, ବୌଦ୍ଧ ୪୧.୪,…

ଓଡ଼ିଆ ଅସ୍ମିତା କଥା କହି ଭୋଟ ମାଗିଲେ ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘ପରିବର୍ତ୍ତନ ସମାବେଶ’ରେ ଯୋଗଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ସଂକଟରେ ଅଛି ବୋଲି କହିଲେ ପ୍ରଧାନ । ସେ କହିଛନ୍ତି ଯେ ଆମେ ସମସ୍ତେ ଯୋଡି ଫୁଲରେ ଭୋଟ ଦେଇ ଓଡ଼ିଆ…

ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ଆସନ୍ତା ୩ ମେ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ସୂଚନା ଅନୁଯାୟୀ ରାୟଗଡ଼ାରେ ଏକ ଜନସଭାରେ ସାମିଲ ହେବେ। ରାଜ୍ୟ କଂଗ୍ରେସ ପ୍ରଭାରୀ ଓ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ସୂଚନା ତାଙ୍କ ସହ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି।ଏହା…