ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଦଶମୀ ପୂଜା…ବିଳମ୍ବିତ ରାତି ପର୍ଯ୍ୟନ୍ତ ମା’ଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର ୦୫।୧୦ : ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଦଶମୀ ପୂଜା। ରାଜଧାନୀ ସମେତ ରାଜ୍ୟର ସମସ୍ତ ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତୀ ନାଶିନୀ । ବିଭିନ୍ନ ପୂଜା ମଣ୍ଡପରେ ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ମା’ଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ…

ଆଜି ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ …ସନ୍ଧ୍ୟା ୭ଟାରେ ତାଳଚେର ସାଉଥବଲଣ୍ଡାରେ ରାବଣ ପୋଡି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ

ଆଜି ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଳଚେର ମୁନିସିପାଲଟିର ୧୮ ନମ୍ବର ୱାର୍ଡରେ ଏକ କଲ୍ୟାଣ ମଣ୍ଡପର ଭୂମିପୂଜନ ଉତ୍ସବରେ ସାମିଲ ହେବେ । ଅପରାହ୍ନ ୪ଟା ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପରେ ପରେ କେନ୍ଦ୍ରମନ୍ତ୍ରୀ…

ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ଅନୁଷ୍ଠିତ…

ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେଉଛି। ଏହି ଅବସରରେ ଆଜି ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ…

୨୦୨୪ ଲୋକସଭା ନିର୍ବାଚନ ଯୋଜନା ପାଇଁ ପ୍ରସ୍ତୁତ..କେନ୍ଦ୍ରର ବିଜେପି ସରକାରକୁ ଟକ୍କର ଦେବାକୁ କେସିଆର୍‌ର ଦଳ ଗଠନ

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ତେଲେଙ୍ଗାନା ରାଷ୍ଟ୍ର ସମିତି ଅଧ୍ୟକ୍ଷ ଚନ୍ଦ୍ରଶେଖର ରାଓ ଦଶହରା ପର୍ବ ଅବସରରେ ରାଷ୍ଟ୍ରୀୟ ଦଳ ଗଠନ କରିଛନ୍ତି। ତାଙ୍କ ରାଷ୍ଟ୍ରୀୟ ଦଳର ନାଁ ଭାରତ ରାଷ୍ଟ୍ର ସମିତି ବା ବିଆର୍‌ଏସ୍‌। ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ଏବେ…

କଂଗ୍ରେସର ଗୋଷ୍ଠୀ କନ୍ଦଳ ଜାରି… ଫାଟକୁ ସଜାଡ଼ିବାକୁ ପ୍ରୟାସ

ନୂଆଦିଲ୍ଲୀ: ଥମୁନି ରାଜସ୍ଥାନର ରାଜନୈତିକ ସଙ୍କଟ। କଂଗ୍ରେସର ଗୋଷ୍ଠୀ କନ୍ଦଳ ଜାରି ରହିଛି। ରାଜସ୍ଥାନର ପୂର୍ବତନ ଡେପୁଟି ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଦଳରେ ଲାଗି ରହିଥିବା ଫାଟକୁ ସଜାଡ଼ିବାକୁ ପ୍ରୟାସ କରିଛନ୍ତି। ଏଥିପାଇଁ ପାଇଲଟ ଦଳ ଭିତରେ ନିଜ ବିରୋଧୀ ଗୋଷ୍ଠୀଙ୍କୁ…

ପଦାର୍ଥ ବିଜ୍ଞାନରେ ନୋବେଲ୍‌ ପୁରସ୍କାର ଘୋଷଣା । ୩ ବୈଜ୍ଞାନିକ ପାଇବେ ସମ୍ମାନ

ବିଜ୍ଞାନରେ ନୋବେଲ୍‌ ପୁରସ୍କାର ଘୋଷଣା । ୨୦୨୨ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ୩ ଜଣ ବୈଜ୍ଞାନିକ ମିଳିତ ଭାବେ ବିଶ୍ୱର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେବେ । ବୈଜ୍ଞାନିକ ଆଲାଏନ ଆସ୍ପେକ୍ଟ, ବୈଜ୍ଞାନିକ ଜନ ଏଫ୍‌ କ୍ଲାଉଜର ଏବଂ ବୈଜ୍ଞାନିକ…

ଆଜି ପୀଠରେ ମା’ଙ୍କର ମହାଦଶମୀ ,ମଣ୍ଡପରେ ମହାନବମୀ। ଶ୍ଲୋକ ଓ ଚଣ୍ଡୀପାଠରେ କମ୍ପୁଛି ବିଭିନ୍ନ ପୂଜାମଣ୍ଡପ।

ଆଜି ହେଉଛି ପବିତ୍ର ମହାନବମୀ। ଶ୍ଲୋକ ଓ ଚଣ୍ଡୀପାଠରେ କମ୍ପୁଛି ବିଭିନ୍ନ ପୂଜାମଣ୍ଡପ। ମହାନବମୀରେ ମହାମାୟାଙ୍କ ପୂଜାର୍ଚ୍ଚନା ଲାଗି ବିଭିନ୍ନ ପୂଜା ମଣ୍ଡପରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳୁଛି । ସବୁଠି ଭକ୍ତିମୟ ପରିବେଶ ମଧ୍ୟରେ ଚାଲିଛି ଜଗତଜନନୀ…

ସକ୍ରିୟ ଲଘୁଚାପ.. ପ୍ରଭାବରେ ଆଗାମୀ ଦୁଇ ଦିନ ପ୍ରବଳ ବର୍ଷିବ।

କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଆଖପାଖ ଅଞ୍ଚଳରେ ସକ୍ରିୟ ଲଘୁଚାପ । ପ୍ରଭାବରେ ଉପକୂଳ ଓଡିଶା ବର୍ଷା ଲାଗି ରହିଛି । ଟ୍ୱିନ ସିଟି ଭୁବନେଶ୍ୱର ଏବଂ କଟକରେ ରାତିରୁ ବର୍ଷା ହେଉଛି । ଘଣ୍ଟା ପ୍ରତି ୨ ରୁ ୩…

ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ

ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ । ରାଜ୍ୟ ସରକାର ଦୁଇ ଜଣ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ହକି ବିଶ୍ୱକପ୍‌ର ପରିଚାଳନା ଦାୟିତ୍ୱ ଦେଇଛନ୍ତି । ଭୁପେନ୍ଦ୍ର ସିଂହ ପୁନିଆ ଏବଂ ରଘୁ ଜି. OSD ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟସରକାର…

ଉତ୍ତରକାସୀରେ ଦୁର୍ଘଟଣା, ଧସିଲା ବରଫ ଅତଡା,

ଉତ୍ତରକାସୀ ୪।୧୦: ଉତ୍ତରାଖଣ୍ଡରେ ପାଗ କଡ ଲେଉଟେଇଛି। ପାହାଡରେ ବରଫ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ ନେହେରୁ ପର୍ବତାରୋହଣ ସଂସ୍ଥାନ ଏକ ପ୍ରଶିକ୍ଷଣ ଦଳ ଦ୍ରୌପଦୀ କା ଡାଣ୍ଡାରେ ହୀମସ୍ଖଳନରେ ଫଶି ଯାଇଛନ୍ତି। ପ୍ରଶିକ୍ଷଣାର୍ଥୀଙ୍କ ମଧ୍ୟରୁ ୨୯ ଜଣ କ୍ରେୱାସ୍ ଫଶି…