ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ଦିବସ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ…

କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

କଟକରେ ଡବଲ୍ ଏନକାଉଣ୍ଟର । ଦୁଇ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ଚୌଦ୍ୱାର ପୋଲିସ ଓ ସ୍ପେଶାଲ୍ ସ୍କ୍ବାଡ୍ । ଦୁଇ ଅଭିଯୁକ୍ତ ହେଲେ ଶୁଭ୍ରାଂଶୁ ପରିଡା ଓ କଟାଶ ରାଉତ । ବୁଧବାର ବିଳମ୍ବିତ ରାତିରେ ଚୌଦ୍ୱାର ଥାନା ଇଦ୍ରାଣୀ ପାଟଣାରେ…

ରାଜ୍ୟବ୍ୟାପୀ ପାଳନ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ଆସନ୍ତାକାଲି ରାଜ୍ୟବ୍ୟାପୀ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ ପାଳିବ ବିଜେଡି । ୧୪୭ଟି ନିର୍ବାଚନ ମଣ୍ଡଳୀ ଓ ଶଙ୍ଖ ଭବନରେ ତିରୋଧାନ ଦିବସ ପାଳନ ହେବ । ଓଡ଼ିଆ ଜାତି ପାଇଁ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣ କରାଯିବ ।…

ଅନାସ୍ଥାରେ ହାରିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧ୍ୟକ୍ଷା ମୋତି ବିହାରୀଙ୍କ ବିରୁଦ୍ଧରେ ଆଜି ଅନାସ୍ଥା ଭୋଟ୍‌ ହୋଇଛି । ମୋଟ ୨୪ ଜଣ ଭୋଟରଙ୍କ ମଧ୍ୟରୁ ୨୨ ଜଣ ମତଦାନ କରିଛନ୍ତି । ସେଥିରୁ ଅନାସ୍ଥା ସପକ୍ଷରେ ୨୧ ଭୋଟ ପଡିଥିବା ବେଳେ…

ଓଡ଼ିଶାର ସବୁଠାରୁ ଲମ୍ବା ରେଳ ସୁଡ଼ଙ୍ଗର ସଫଳ ବ୍ରେକଥ୍ରୁ

ଓଡିଶାର ରେଳ ଲାଇନରେ ଯୋଡି ହେଲା ଏକ ନୁଆ ଫର୍ଦ୍ଦ । ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା-ବଲାଙ୍ଗୀର ନୂତନ ରେଳ ଲାଇନ୍ ପ୍ରକଳ୍ପ ଅନ୍ତର୍ଗତ ଓଡ଼ିଶାର ସବୁଠାରୁ ଲମ୍ବା ରେଳ ସୁଡ଼ଙ୍ଗ, ୪,୧୮୫ ମିଟର ଦୈର୍ଘ୍ୟ ବିଶିଷ୍ଟ ଟନେଲ୍ T-4 ର ଆଜି…

ସହକାରୀ ଯନ୍ତ୍ରୀଙ୍କ ବିପୁଳ ସମ୍ପତ୍ତି; ୨୧ ପ୍ଲଟ୍, ପୁଳାପୁଳା ଟଙ୍କା, ସୁନା ଜବତ

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଆୟ ବହିଃର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ କରିଛି । ଘରୁ ବିଡ଼ା ବିଡ଼ା ନୋଟ ସହ ପୁଳା…

ରାଜ୍ୟରେ ଶବ ପରିବହନ ପାଇଁ ରହିବ ସ୍ବତନ୍ତ୍ର କଲ ସେଣ୍ଟର

ରାଜ୍ୟରେ ଏଣିକି ଶବ ପରିବହନ ପାଇଁ ରହିବ କଲ ସେଣ୍ଟର। ୧୦୮ ଆମ୍ବୁଲାନ୍ସ ଭଳି ରହିବ ସ୍ବତନ୍ତ୍ର ଟୋଲ୍‌ ଫ୍ରି ନମ୍ବର୍ । ତେବେ ମୃତଦେହକୁ ଘର କିମ୍ବା ଶ୍ମଶାନ ଯାଏ ନେବାକୁ ଏହା କାମ କରିବ। ବିଶେଷକରି ସରକାରୀ ହସ୍ପିଟାଲରେ…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଭୂଷଣ ରାମକୃଷ୍ଣ ଗଭାଇ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଭୂଷଣ ରାମକୃଷ୍ଣ ଗଭାଇ। ସେ ମେ ୧୪ ତାରିଖରେ ୫୨ତମ ପ୍ରଧାନ ବିଚାରପତିଭାବେ ଶପଥ ଗ୍ରହଣ କରିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ । ପ୍ରଧାନ ବିଚାରପତି ସଞ୍ଜୀବ ଖନ୍ନା…

ସମାଜବାଦୀ ପାର୍ଟିରେ ମିଶିବା ଘଟଣା; ମୁଁ କଂଗ୍ରେସ ଥିଲି ଆଉ ଆଗକୁ ବି ରହିବି : ଶ୍ରୀକାନ୍ତ ଜେନା

ସମାଜବାଦୀ ପାର୍ଟିରେ ମିଶିବା ଚର୍ଚ୍ଚା ନେଇ ମୁହଁ ଖୋଲିଲେ ଶ୍ରୀକାନ୍ତ ଜେନା। ଅଖିଳେଶ ଯାଦବଙ୍କ ସହ ସାକ୍ଷାତ କରି ଆଲୋଚନା ପରେ ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା ଗଣମାଧ୍ୟମରେ କହିଛନ୍ତି, କଂଗ୍ରେସ ଛାଡ଼ି କୁଆଡେ ଯିବ ନାହିଁ। ସମାଜବାଦୀ ପାର୍ଟିରେ…

ଖୁବଶୀଘ୍ର ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା: ପୃଥ୍ବୀରାଜ ହରିଚନ୍ଦନ

ରୋଡ୍‌ ସଂଯୋଗୀକରଣରେ ୧ ନମ୍ବର ହେବ ଓଡ଼ିଶା । ଏନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି ।…