ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ୨୫ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠନ

ଅଖିଳ ଭାରତ କଂଗ୍ରେସ କମିଟି (AICC) ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ର ୨୫ ସଦସ୍ୟ ବିଶିଷ୍ଟ ରାଜନୈତିକ ବ୍ୟାପାର କମିଟି ଗଠନ ହୋଇଛି । ମହାସଚିବ କେ.ସି. ଭେନୁଗୋପାଳଙ୍କ ଦ୍ୱାରା ଜାରି…

ସୋନିଆ, ରାହୁଲଙ୍କ ନାଁରେ ଚାର୍ଜସିଟ୍‌; କାଲି ଇଡି ଅଫିସ ଘେରିବ କଂଗ୍ରେସ

ଇଡି ପକ୍ଷରୁ ନ୍ୟାସନାଲ ହେରାଲ୍ଡ ମାମଲା ସହ ଜଡ଼ିତ ମନି ଲଣ୍ଡିଂ ମାମଲାରେ ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ନାଁରେ ଚାର୍ଜସିଟ ଦାଖଲ କରିଛି ଇଡି । ଏହି ଚାର୍ଜ ସିଟରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ…

୧୮ ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି

ନୂଆ ସଭାପତି ଘୋଷଣା କଲା ବିଜେଡି । ୧୮ ଜିଲ୍ଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଙ୍ଗଠନିକ ନିର୍ବାଚନରେ ୧୮ ଜିଲ୍ଲାର ସଭାପତି ଚୟନ ସରିଥିବା ନେଇ ଦଳ ପକ୍ଷରୁ ପ୍ରେସ୍ ବିବୃତି ଜରିଆରେ ଏହାର ସୂଚନା ଦିଆଯାଇଛି। ଅବଶିଷ୍ଟ…

ରାଜ୍ୟରେ ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କତା ଜାରି

ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗିରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଖରା ପରେ ଅପରାହ୍ନରେ ପବନ ବର୍ଷାରେ ଭିଜିଲା ସାରା ରାଜ୍ୟ। ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ଯର ୧୨ ଜିଲ୍ଲାକୁ…

ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡିବା ଘଟଣା ପଛରେ ଥିବା ବ୍ୟକ୍ତିବିଶେଷଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଘଟଣାରେ ସଂପୃକ୍ତ ଥିବା…

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ଜଣେ ବ୍ୟକ୍ତି ଅଟକ

ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ବ୍ଲକ ଛକରେ ବିଜୁବାବୁ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣାରେ ପୋଲିସ ଜଣକୁ ଅଟକ ରଖିଛି । ଜଣେ ମାନସିକ ବିକାରଗ୍ରସ୍ତ ନିଆଁ ଲଗାଇଥିବା ଜଣା ପଡ଼ିଛି ।…

୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…

ରାଜ୍ୟରେ ସୃଷ୍ଟି ହେଲା ୨୫ଶହ ଗୃହରକ୍ଷୀ ପଦବୀ

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୃଦୁଢ କରିବାକୁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ସୃଷ୍ଟି ହୋଇଛି ୨ ହଜାର ୫୦୦ ଗୃହରକ୍ଷୀ ପଦବୀ । ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

୧୭ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଆସନ୍ତା ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ମନ୍ତ୍ରୀ। ୧୭ରେ କଟକରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ…

ଭୁବନେଶ୍ବରରୁ ଅପହୃତ ଶିଶୁ ବାଲେଶ୍ୱରରୁ ଉଦ୍ଧାର

କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା । ରାଜଧାନୀ ରାମ ମନ୍ଦିର ସାମ୍ନାରୁ ଜଣେ ଦୃଷ୍ଟି ବାଧିତ ମାଆ କୋଳରୁ ଚୋରି ହୋଇଥିବା ଦେଢ଼ ବର୍ଷର ଶିଶୁକୁ ଉଦ୍ଧାର ହୋଇଛି । ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବୋଇତା ଗାଁରୁ ଶିଶୁ…