Winter Session 2025: ଶୀତକାଳୀନ ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ କଲେ ପୋଲିସ କମିଶନର

ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ମୋଟ ୩୦ଟି କାର୍ଯ୍ୟଦିବସ ରହିଥିବା ବେଳେ ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି…

Ayodhya Temple: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା; ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ମୋଦି

ସମ୍ପୂର୍ଣ୍ଣ ହେଲା ଅଯୋଧ୍ୟା ରାମମନ୍ଦିର ନିର୍ମାଣ। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା। ଆଜି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଧ୍ବର୍ମଧ୍ବଜା ସ୍ଥାପନ କରିଛନ୍ତି। ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା…

Debashish Samantaray Resigns: ବିଜେଡି ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ

ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ ।ସିନିୟର୍ ସିଟିଜେନ୍ ସେଲ୍‌ ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ । ସେ ନିଜର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି । ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା…

Vibhishan Controversy: ସ୍ପଷ୍ଟୀକରଣ ସତ୍ତ୍ବେ ଥମିବ ନାହିଁ ବିଭୀଷଣ ବିବାଦ !

ସଭାପତି ଭକ୍ତଚରଣ ଦାସଙ୍କର ସ୍ପଷ୍ଟୀକରଣ ପରେ କଂଗ୍ରେସ ବିବାଦର ଅବସାନ ଘଟିବ କି ? କଂଗ୍ରେସର ପରମ୍ପରା କହୁଛି ଯେ, ଅବସାନ ଘଟିବାର ସମ୍ଭାବନା କ୍ଷୀଣ। ନୂଆପଡା଼ ସଫଳତାର ଆନନ୍ଦ ହଠାତ ବିଭୀଷଣ ବିତର୍କ କାରଣରୁ ଉଭେଇ ଗଲା । ସଭାପତି…

Cyclone Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି । ବଙ୍ଗୋପସାଗର ତତ୍‌ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ । ଭାରତ ପାଣିପାଗ ବିଭାଗର ଅନୁଯାୟୀ, କୋମୋରିନ୍ ଅଞ୍ଚଳ ଏବଂ ନିକଟବର୍ତ୍ତୀ ଅଞ୍ଚଳଗୁଡ଼ିକ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିଝଡ଼ ପରିସର ଆଜି ସକାଳ…

CM’s Grievance Hearing: ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୫ତମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱରର ୟୁନିଟ୍-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ୧୫ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରି…

Traffic Restriction: ଭୁବନେଶ୍ୱରରେ ଟ୍ରାଫିକ ଭିଡ଼ ଏଡାଇବା ପାଇଁ ପ୍ରମୁଖ ରାସ୍ତାରେ ପାର୍କିଂ କଟକଣା ଲାଗୁ

ଅନିୟମିତ ପାର୍କିଂ ରୋକିବାକୁ କମିଶନରେଟ୍‌ ପୋଲିସର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରମୁଖ ରାସ୍ତାରେ ଅନିୟମିତ ପାର୍କିଂ ଯୋଗୁଁ ଯାତାୟାତରେ ସମସ୍ୟା ହେଉଥିବାରୁ ଓଡ଼ିଶା ଅର୍ବାନ ପୋଲିସ (OUP) ଆଇନ ଅନୁଯାୟୀ କଟକଣା ଜାରି କରାଯାଇଛି । ରାଜମହଲରୁ ଜୟଦେବ ବିହାର ଦେଇ…

Women’s Kabaddi World Cup 2025: ଭାରତୀୟ ମହିଳା ଦଳ ଜିତିଲା କବାଡି ବିଶ୍ୱକପ

ଭାରତୀୟ ମହିଳା ଦଳ ଉତ୍କୃଷ୍ଟ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ମହିଳା କବାଡି ବିଶ୍ୱକପ୍ ୨୦୨୫ ଟାଇଟଲ ହାସଲ କରିଛନ୍ତି । ରୋମାଞ୍ଚକ ଫାଇନାଲରେ ଚାଇନିଜ୍ ତାଇପେକୁ ୩୫-୨୮ ରେ ପରାସ୍ତ କରି ବାଂଲାଦେଶର ଢାକାରେ କ୍ରମାଗତ ଦ୍ୱିତୀୟ ଟାଇଟଲ ହାସଲ…

OTET-2025: ୨୭ ପର୍ଯ୍ୟନ୍ତ ବଢ଼ିଲା ଓଟିଇଟି ଆବେଦନ ଅବଧି

ବଢିଲା ଓଟିଇଟି-୨୦୨୫ ଆବେଦନ ଅବଧି । ଓଟିଇଟି-୨୦୨୫ ଆବେଦନ ଅବଧି ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ସୂଚନା ଜାରି କରାଯାଇଛି । ପିଲାମାନଙ୍କ ଅନୁରୋଧ ଅନୁସାରେ ଅବଧି ବଢ଼ାଯାଇଥିବା ଜଣାପଡିଛି। ଓଟିଇଟି…

Paddy procurement: କାଲିଠୁ ଆରମ୍ଭ ହେବ ରାଜ୍ୟରେ ଧାନକିଣା

କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନ କିଣା । ଏ ନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ସମବାୟ ମନ୍ତ୍ରୀ କହିଛନ୍ତି, ଗତବର୍ଷ ତୁଳନାରେ ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର।…