71st Foundation Day of OMC: ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କାଳିଆପାଣି ଠାରେ ନବନିର୍ମିତ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଖଣି…

Nitin Nabin’s Odisha Visit: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ କାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦଳୀୟ ସୂତ୍ର ଅନୁଯାୟୀ, ସେ କାଲି ରାତି ୧୦ଟା ୩୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିବେ । ଓଡ଼ିଶାରେ ଥିବା ସମୟରେ ସେ ଦଳର କୋର୍ କମିଟି…

Posting Order Delay: ପୋଷ୍ଟିଂ ଅର୍ଡର ବିଳମ୍ବ ନେଇ ସରକାରଙ୍କ କଡ଼ା ଆଭିମୁଖ୍ୟ: ଦାୟୀ ଅଧିକାରୀଙ୍କଠୁ ଆଦାୟ ହେବ ବେତନ

ସରକାରୀ କର୍ମଚାରୀଙ୍କ ଜଏନିଂ ଓ ପୋଷ୍ଟିଂ ଅର୍ଡର ପ୍ରଦାନରେ ଅଯଥା ବିଳମ୍ବ ହେବାକୁ ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଅର୍ଥ ବିଭାଗ ପକ୍ଷରୁ ଏନେଇ ସର୍କୁଲାର ଜାରି କରି ସମସ୍ତ ସଚିବଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି…

Fuel Supply Crisis: ରାଜ୍ୟରେ ସୋମବାର ସନ୍ଧ୍ୟା ସୁଦ୍ଧା ସ୍ଥିତି ସ୍ୱାଭାବିକ ହେବ: ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ

ରାଜ୍ୟରେ ଦେଖାଦେଇଥିବା ପେଟ୍ରୋଲ ଓ ଡିଜେଲ ସଂକଟ ସୋମବାର ସନ୍ଧ୍ୟା ସୁଦ୍ଧା ସ୍ୱାଭାବିକ ହୋଇଯିବ ବୋଲି ଉତ୍କଳ ପେଟ୍ରୋଲିୟମ ଡିଲର ସଂଘର ସାଧାରଣ ସଂପାଦକ ସଞ୍ଜୟ ଲାଠ ସୂଚନା ଦେଇଛନ୍ତି । ତାଙ୍କ କହିବା ଅନୁଯାୟୀ, ବର୍ତ୍ତମାନ ସମସ୍ତ ପେଟ୍ରୋଲ ପମ୍ପକୁ…

Savitri Brata: ଆଜି ସାବିତ୍ରୀ ବ୍ରତ; ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ବ୍ରତ ପାଳୁଛନ୍ତି ସଧବା ମହିଳା

ଆଜି ଜ୍ୟେଷ୍ଠ ମାସର ଅମାବାସ୍ୟା ତିଥିରେ ରାଜ୍ୟବ୍ୟାପୀ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ ହେଉଛି ସାବିତ୍ରୀ ବ୍ରତ । ବିବାହିତ ମହିଳାମାନେ ସ୍ୱାମୀଙ୍କ ଦୀର୍ଘାୟୁ, ସୁଖ ଓ ସମୃଦ୍ଧି କାମନା କରି ଏହି ବ୍ରତ ପାଳନ କରୁଛନ୍ତି । ଏହାକୁ…