ବିଏମ୍‌ସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ…

ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ

ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁ ହିତାଧିକାରୀ e-KYC କରି ନାହାନ୍ତି,…

ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବର୍ଷା ଋତୁ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଜୁଲାଇ ପହିଲାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ ରହିବ ଅଭୟାରଣ୍ୟ । ଏନେଇ ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ତେବେ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ…

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଓ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ଏବଂ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ । ଆଜି ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୮ଟି ସ୍ଥାନରେ ଭିଜିଲାନ୍ସ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ଆଡ଼ପ ମଣ୍ଡପରେ ତିନି ଦିଅଁ । ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା । ଏହା ସହ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ବନକଲାଗି ନୀତି ଯୋଗୁଁ ଆଜି…

ପ୍ରବଳ ବର୍ଷା ପାଇଁ ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର

ମୟୁରଭଞ୍ଜ ଜିଲ୍ଲାରେ ଜାରି ରହିଛି ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡଘଡି ବିଜୁଳି । ଏହାର ପ୍ରଭାବ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଆଜି ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ…

ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ପୋଲିସ୍ ପରିଚାଳନା ଦାୟିତ୍ୱ

ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ପୋଲିସ୍ ପରିଚାଳନା ଦାୟିତ୍ବ ଦେଲେ ରାଜ୍ୟସରକାର। ଏନେଇ ରାଜ୍ୟ ପୁଲିସ ମୁଖ୍ୟାଳୟ ଦ୍ୱାରା ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ଶରଧାବାଲିରେ ଅଘଟଣ ପରେ ସୌମେନ୍ଦ୍ରଙ୍କୁ ମିଳିଲା ନୂଆ ଦାୟିତ୍ବ । ଚଳତବର୍ଷ ପୁରୀ ରଥଯାତ୍ରା ପାଇଁ…

ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ

ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ…

ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

୧୯୯୬ ବ୍ୟାଚର ଆଇଏଏସ ଅଫିସର ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ବରିଷ୍ଠ ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ । ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡ୍‌କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ…