ବିଜେଡି ଛାଡି ହାତ ଧରିଲେ ହରିଶଙ୍କର ରାଉତ

ବିଜେଡି ଛାଡ଼ିଥିବା କଂଗ୍ରେସରେ ମିଶିଲେ ଛାତ୍ର ନେତା ହରିଶଙ୍କର ରାଉତ । କେସି ବେଣୁଗୋପାଳ ଓ ଭକ୍ତଚରଣ ଦାସଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ମିଶିଛନ୍ତି । କିଛି ଦିନ ପୂର୍ବେ ସେ ବିଜୁ ଯୁବ ସଭାପତି ଚୟନକୁ ନେଇ ଅସନ୍ତୋଷ ପ୍ରକାଶ…

୨୫ ଘଣ୍ଟା ମଧ୍ୟରେ ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘରକୁ ଦୁଇଥର ଗୁଳିମାଡ଼

ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଉପରକୁ ଦୁଇ ଦୁଇଥର ଗୁଳି ଚାଳନା ହୋଇଛି । ଉତ୍ତରପ୍ରଦେଶ ବରେଲୀ ସ୍ଥିତ ଘର ଉପରକୁ ୨୫ ଘଣ୍ଟା ମଧ୍ୟରେ ଦ୍ବିତୀୟ ଗୁଳିମାଡ଼ ହୋଇଛି ସୂଚନା । ସାମ୍ନାକୁ ଆସିଲା ସୁଟର୍‌ର ସ୍କେଚ୍‌ ।…

ରାଜ୍ୟରେ ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ: ଆଇଏମ୍‌ଡି ଡିଜି

ରାଜ୍ୟରେ ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେଉ ନାହିଁ । ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି । ସେ କହିଛନ୍ତି ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ।…

ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ

ସରୁନି ସାର ସମସ୍ୟା । ରାଜ୍ୟରେ ସାର ସମସ୍ୟାକୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । ଯାହାକି ନେଇ ସାର ସମସ୍ୟାକୁ ନେଇ ବିକ୍ଷୋଭ କରିବ ବିରୋଧୀ। ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଚନ୍ତି ବିରୋଧୀ। ଚାଷୀମାନେ…

ସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: କୃଷ୍ଣଚନ୍ଦ୍ର ପାତ୍ର

ଜିଏସ୍‌ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ସମସ୍ତ ଉତ୍ପାଦକ, ପ୍ୟାକର୍‌ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ । ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…

ଏସିଆ କପ-୨୦୨୫: ବୟକଟ ଦାବି ମଧ୍ୟରେ ଭାରତ ପାକ ମ୍ୟାଚ୍

ଏସିଆ କପ୍‌ରେ ଆଜି ବହୁ ପ୍ରତୀକ୍ଷିତ ମହାମୁକାବିଲା। ଏସିଆ କପ୍ ୨୦୨୫ର ସବୁଠାରୁ ବଡ଼ ମ୍ୟାଚ୍ ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି। ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ ଦଳ। ଏହାରି ମଧ୍ୟରେ ପହଲଗାମ ଆକ୍ରମଣକୁ ନେଇ…

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ

ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ସଚିବ ତଥା ୨୦୦୧ ବ୍ୟାଚ୍ ଆଇଏଏସ୍ ଅଫିସର ଶାଳିନୀ ପଣ୍ଡିତ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ । ଆଜି ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।…

କେନ୍ଦୁଝର ଠାରେ ‘ଜିରୋ ଆକ୍ସିଡେଣ୍ଟ ଡେ’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

“ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା” ର ପ୍ରତିଶ୍ରୁତିକୁ ଆଗକୁ ବଢ଼ାଇ ନେଇ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” Zero Accident Day (ZAD) ବା…

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ।ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ ହେବ । ଦାବି ଓ ଆପତ୍ତି ଦାଖଲ…