Obscene Language To Be Banned on Social Media: ସୋସିଆଲ ମିଡିଆରେ ଲାଗିବ ଅଶ୍ଳୀଳ ଭାଷା ଅଙ୍କୁଶ: ଆଇନମନ୍ତ୍ରୀ

ସୋସିଆଲ୍‌ ମିଡିଆରେ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ହେବ କଡ଼ା ଆକ୍ସନ । ସୋସିଆଲ ମିଡିଆ ପ୍ଲାଟଫର୍ମରେ ଅଶ୍ଳୀଳ ଏବଂ ଅପମାନଜନକ ଭାଷାର ବ୍ୟବହାରକୁ ରୋକିବା ପାଇଁ ଓଡ଼ିଶା ସରକାର ଏକ କଠୋର ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି । ଏନେଇ…

Ratna Bhandar Counting: ସ୍ନାନଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର ଗଣତି ମଣତି: ପୃଥ୍ବୀରାଜ ହରିଚନ୍ଦନ

ସ୍ନାନଯାତ୍ରା ପୂର୍ବରୁ ରତ୍ନଭଣ୍ଡାର ଗଣତି ମଣତି ସାରିବାକୁ ପ୍ରଚେଷ୍ଟା କରାଯାଉଥିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ସ୍ନାନ ଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତି। ୧୯୭୮ର ଗଣତି ସହ ମେଳ…

Repo Rate Unchanged: ରେପୋ ରେଟ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ

ଭାରତୀୟ ରିଜର୍ଭ ବ୍ୟାଙ୍କ ଏପ୍ରିଲ ୨୦୨୬ ର ମୁଦ୍ରା ନୀତି କମିଟି ବୈଠକରେ ରେପୋ ହାରକୁ ୫.୨୫% ରେ ଅପରିବର୍ତ୍ତିତ ରଖିଛି ଆର୍‌ବିଆଇ। ନୂଆ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରା ନୀତି କମିଟି (MPC)ବୈଠକରେ ରେପୋରେଟ ହାର ଅପରିବର୍ତ୍ତିତ ରଖାଯାଇଛି। ରୋପେ…

Gold Price Hike: ପୁଣି ବଢ଼ିଲା ସୁନା ଦର

ବିଶ୍ୱ ସ୍ତରରେ ଚାଲିଥିବା ଉତ୍ତେଜନାରେ ଅସ୍ତ୍ରବିରତି ଘୋଷଣା ପରେ ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଆସିଛି । ଇରାନ-ଆମେରିକା ଯୁଦ୍ଧ ବିରତି ପରେ ପୁଣି ବଢ଼ିଲା ସୁନା ଦର । ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା…

Chhatar Sevak Suspended in Puri: ଶ୍ରୀମନ୍ଦିରରେ ଧ୍ୱଜା ବନ୍ଧା ନାଁରେ ଠକେଇ ମାମଲା; ଛତାର ସେବକ ନିଲମ୍ବିତ

ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଅନିୟମିତତା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଶ୍ରୀମନ୍ଦିରରେ ଧ୍ୱଜା ବାନ୍ଧିବା ନାଁରେ ଭକ୍ତଙ୍କୁ ଠକିବା ମାମଲାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଛତାର ସେବକ ରଞ୍ଜିତ କରଙ୍କୁ…

Vigilance raids residence of Additional Chief Engineer: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଏକକାଳୀନ ରେଡ୍‌ କରୁଛି…

US, Iran Announce Ceasefire: ଇରାନ ଆମେରିକା ମଧ୍ୟରେ ୨ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା

ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି । ୨ ସପ୍ତାହ ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି । ମଧ୍ୟପ୍ରାଚ୍ୟରେ ଗତ ଫେବ୍ରୁଆରୀ ୨୮ ତାରିଖ ଠାରୁ ଜାରି ଥିବା ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା…

Akshaya Tritiya 2026: ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ଆସନ୍ତା ୨୦ ତାରିଖରେ ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଚନ୍ଦନ ଯାତ୍ରା ସହିତ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ,…

Trump Warns Iran: ଆଜି ରାତିରେ ଇରାନ ସଭ୍ୟତାକୁ ମାଟିରେ ମିଶାଇ ଦେବାକୁ ଟ୍ରମ୍ପ୍‌ଙ୍କ ଧମକ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇରାନ ସଭ୍ୟତାକୁ ଆଜି ରାତିରେ ମାଟିରେ ମିଶାଇ ଦେବାକୁ ଧମକ ଦେଇଛନ୍ତି । ଟ୍ରୁଥ୍ ସୋସିଆଲ ଜରିଆରେ ସେ ଏପରି ଧମକ ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି ଯେ, ଏକ ସମ୍ପୂର୍ଣ୍ଣ ସଭ୍ୟତା ଆଜି ରାତିରେ ମରିଯିବ,…

Bobby Das Targets Odisha Govt: ଘର ସାମ୍ନାରେ ଗୁଳିକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କୁ ବବି ଦାସଙ୍କ ଟାର୍ଗେଟ୍

ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ବାସଭବନ ସମ୍ମୁଖରେ ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡକୁ ନେଇ ଦାସ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ତାଙ୍କ ଘର ସାମ୍ନାରେ ଗୁଳି ପରିବାର ଲୋକଙ୍କ ସୁରକ୍ଷା ନେଇ ଚିନ୍ତା ବଢ଼ାଇ…