ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷାର ସମ୍ଭାବ୍ୟ ତାରିଖ ଘୋଷଣା କରାଯାଇଛି। ୨୦୨୬ ଫେବୃଆରୀ ୧୭ରୁ ଏହି ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ ହେବ । ଏ ନେଇ ସୂଚନା ଦେଇଛନ୍ତି…

ଖୋଲିଲା ହୀରାକୁଦ ଡ୍ୟାମ; ୨୦ ଟି ଗେଟରେ ଜଳ ନିଷ୍କାସନ ଜାରି

ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଖୋଲିଲା ଆଉ ୪ଟି ଗେଟ୍ । ପୁର୍ଵରୁ ୧୬ ଟି ଗେଟ ଖୋଲଥିବା ବେଳେ ଆଉ ୪ ଟି ଗେଟକୁ ମିଶାଇ ବର୍ତମାନ ବାମ ପଟରୁ ୧୩ ଟି ଓ ଡାହାଣ ପଟରୁ ୭ଟି ଗେଟ…

‘ସୁସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନ ଅଧୀନରେ ମହିଳା ସାମ୍ବାଦିକଙ୍କ ପାଇଁ କାଲି ଆୟୋଜିତ ହେବ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର

ସୁସ୍ଥ ନାରୀ, ସଶକ୍ତ ନାରୀ ଅଭିଯାନ ଅଧୀନରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆସନ୍ତାକାଲି ଅର୍ଥାତ ୨୬ ତାରିଖ ଅପରାହ୍ନ ୩-୫ ଘଟିକା ମଧ୍ୟରେ ମହିଳା ସାମ୍ବାଦିକ ମାନଙ୍କ ନିମନ୍ତେ ବିଭାଗୀୟ କାର୍ଯ୍ୟାଳୟ ନ’ତାଲାରେ ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ…

ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ

ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍‌ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି । ପୂର୍ବରୁ…

ଡବଲ୍ ଲଘୁଚାପ ବର୍ଷାରେ ଭିଜିବ ସାରା ଓଡ଼ିଶା

ଓଡ଼ିଶାକୁ ଭିଜାଇବ ଡବଲ୍ ଲଘୁଚାପ। ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ହେଉଥିବା ବେଳେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ଆଜିଠୁ ଭିଜିବ ସାରା ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ…

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଆଜି ବିଏମସି ପକ୍ଷରୁ ଆୟୋଜିତ ହୋଇଛି ଗଣ ସଫେଇ ଅଭିଯାନ କାର୍ଯ୍ୟକ୍ରମ। ‘ଏକ ଦିନ୍ ଏକ ଘଣ୍ଟା’ ଏକାସାଥିରେ ନାରା ଦେଇ ଶହ ଶହ ସଫେଇ କର୍ମଚାରୀ ଏକାଠି ହୋଇଥିଲେ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ କହିଛନ୍ତି ଅଳିଆରୁ…

ଇତିହାସ ରଚିଲା DRDO; ଟ୍ରେନ୍‌ରୁ ଉତ୍‌କ୍ଷେପଣ ହେଲା ମିଜାଇଲ୍‌

ଇତିହାସ ରଚିଲା DRDO । ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ଟ୍ରେନ୍‌ରୁ ଉତ୍‌କ୍ଷେପଣ ହେଲା ମିଜାଇଲ୍‌ ‘ଅଗ୍ନି’ । ପ୍ରଥମ ଥର ଟ୍ରେନ୍‌ରୁ ଉତ୍‌କ୍ଷେପଣ ହେଲା ମିଜାଇଲ୍‌ ଅଗ୍ନି ପ୍ରାଇମ୍‌ । ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍…

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଟିପିସିଓଡିଏଲ୍ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ । ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଲାଞ୍ଚ ଟଙ୍କା ଜବତ କରିବା…

୨ ପାକିସ୍ତାନୀ କ୍ରିକେଟରଙ୍କ ବିରୋଧରେ ବିସିସିଆଇର ଅଭିଯୋଗ

୨ ପାକିସ୍ତାନୀ କ୍ରିକେଟରଙ୍କ ବିରୋଧରେ ବିସିସିଆଇର ଅଭିଯୋଗ । ହାରିସ୍ ରୌଫ୍ ଓ ସାହିବଜାଦା ଫରହାନଙ୍କ ନାଁରେ ଅଭିଯୋଗ କଲା ବିସିସିଆଇ । ଭାରତୀୟ ଦଳ ଏସିଆ କପ୍ ଲିଗ୍ ମ୍ୟାଚ୍‌ରେ ପାକିସ୍ତାନକୁ ସାତ ୱିକେଟ୍‌ରେ ଏବଂ ସୁପର-୪ ମ୍ୟାଚ୍‌ରେ ଛଅ…

ମହିଳା ଅତ୍ୟାଚାର ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଓଡ଼ିଶାରେ ମହିଳା ଅତ୍ୟାଚାର, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ବିଧାନସଭା ଘେରାଉ କରାଯାଇଥିଲା । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନକ୍ରମେ…