Chhattisgarh Maoist Encounter: ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର: ୧୪ ମାଓବାଦୀ ନିହତ

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ରାଜ୍ୟର ସୁକମା ଏବଂ ବିଜାପୁର ଜିଲ୍ଲାରେ ହୋଇଥିବା ଦୁଇଟି ପୃଥକ ଏନକାଉଣ୍ଟରରେ ମୋଟ ୧୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଏକେ-୪୭ ଏବଂ ଇନସାସ୍ ରାଇଫଲ ଭଳି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର…

BDO Attacked: କାର୍ଯ୍ୟାଳୟ ଭିତରେ ମହିଳା ବିଡିଓଙ୍କୁ ଆକ୍ରମଣ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକରେ ଏକ ଅଭାବାନୀୟ ଘଟଣା ଘଟିଛି । ମହିଳା ବିଡିଓଙ୍କ ଅଫିସରେ ପଶି ସଂଘବଦ୍ଧ ଆକ୍ରମଣ ଉଦ୍ୟମ କରିଥିବା ସୂଚନା ମିଳିଛି । ଠିକା କାମକୁ ନେଇ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଦୁର୍ବୃତ୍ତ ମାନେ ଦୁର୍ବ୍ୟବହାର ସହ…

Green Sticker For Vehicles: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତା ନୁହେଁ

ଗାଡ଼ି ଚାଳକଙ୍କ ପାଇଁ ଖୁସି ଖବର । ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତା ନୁହେଁ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବନି…

Dense Fog In Bhubaneswar: ରାଜଧାନୀରେ ଘନ କୁହୁଡ଼ି ଯୋଗୁଁ ବିମାନ ସେବା ବାଧାପ୍ରାପ୍ତ

ରାଜ୍ୟରେ ଜାରି ରହିଛି ଶୀତ ଲହରୀ ସାଙ୍ଗକୁ ଘନ କୁହୁଡି । ଶନିବାର ଦିନ ସକାଳେ ଘନ କୁହୁଡ଼ି ଯୋଗୁଁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା କ୍ରମାଗତ ତୃତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି । ସକାଳୁ…

Odisha Civil Services Exam-2025: ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ପାଇଁ ବିଜ୍ଞପ୍ତିରେ ନାହିଁ ଓଏଏସ୍, ଓଏଫ୍‌ଏସ୍‌‌, ଓଆର୍‌ଏସ୍ ପାଇଁ ପଦ

ଓପିଏସ୍‌ସି ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୭ଟି ସେବାର ୩୧୪ଟି ପଦବୀ ପୂରଣ ପାଇଁ ପରୀକ୍ଷା କରିବାକୁ ନିଷ୍ପତ୍ତି। ଆଶ୍ଚର୍ଯ୍ୟର ବିଷୟ ଏଥର ଗୋଟିଏ ବି ଓଏଏସ୍, ଓଏଫ୍‌ଏସ୍‌‌, ଓଆର୍‌ଏସ୍ ପାଇଁ ପଦ ନାହିଁ।…

Centre Cracks Down On X: ଅଶ୍ଲୀଳ କଣ୍ଟେଣ୍ଟ ପାଇଁ ‘X’ କୁ କେନ୍ଦ୍ର ସରକାରଙ୍କ ନୋଟିସ୍

ଅଶ୍ଲୀଳ କଣ୍ଟେଣ୍ଟକୁ ନେଇ କେନ୍ଦ୍ର ସରକାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସକୁ ନୋଟିସ୍ ଜାରି କରିଛନ୍ତି । Grok AI ରୁ ଅଶ୍ଳୀଳ କଣ୍ଟେଣ୍ଟ ହଟାଇବାକୁ ସରକାର ଏକ୍ସକୁ ନିର୍ଦ୍ଦେଶ ଦେଇଛନ୍ତି । IT ଆକ୍ଟ ୨୦୦୦ ଓ ୨୦୨୧ ଉଲ୍ଲଂଘନ…

Kalinganagar Firing: କଳିଙ୍ଗନଗର ଦିବଂଗତ ସଂଗ୍ରାମୀ ଆଦିବାସୀଙ୍କୁ କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି

କଳିଙ୍ଗ ନଗର ଲୋମହର୍ଷଣକାରୀ ଆଦିବାସୀ ଗଣହତ୍ୟାର ଆଜି ୨୦ବର୍ଷ ପୂର୍ତ୍ତି । ଏହି ଅବସରରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ କଳିଙ୍ଗନଗର ଆଦିବାସୀ ଗଣହତ୍ୟାରେ ଶହୀଦ ହୋଇଥିବା ୧୨ ଜଣ ସଂଗ୍ରାମୀ ଆଦିବାସୀଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Odisha Vigilance: ଭିଜିଲାନ୍‌ସ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି । ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁ ରାଜ୍ୟରେ ଭିଜିଲାନ୍‌ସ ବିଭାଗ ସକ୍ରିୟ ଭାବରେ କାର୍ଯ୍ୟକରି ଦୁର୍ନୀତିଖୋର୍ ମାନଙ୍କୁ ଧରିବାରେ…

Share Trading Scam: ସେୟାର୍ ଟେଡ୍ରିଂ ନାଁରେ ୪୦ କୋଟି ଠକେଇ ଅଭିଯୋଗ; ଜଣେ ଗିରଫ

ସେୟାର୍ ଟେଡ୍ରିଂ ନାଁରେ ୪୦ କୋଟି ଠକେଇ ଅଭିଯୋଗରେ ଜଣେ ଗିରଫ । ପଶ୍ଚିମବଙ୍ଗ ବାଙ୍କୁଡାର ଅମିତ୍ ମଣ୍ଡଳ ନାମକ ବ୍ୟକ୍ତିଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ । ପଶ୍ଚିମବଙ୍ଗରୁ ଗିରଫ ପରେ ଟ୍ରାଂଜିଟ୍ ରିମାଣ୍ଡରେ ଅଣାଗଲା ଓଡ଼ିଶା । ତାକୁ ଟ୍ରାଞ୍ଜିଟ୍…

Vigilance Arrest Lanjigarh Range Forester: ୫୫ ଲକ୍ଷ ଠକେଇ ଆତ୍ମସାତ ଅଭିଯୋଗ: ଫରେଷ୍ଟର ଗିରଫ

ଭିଜିଲାନ୍ସ ଜାଲରେ ଲାଞ୍ଜିଗଡ଼ ରେଞ୍ଜ ଫରେଷ୍ଟର । ୨୦୨୪-୨୫ରେ ୫୫ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗରେ ଲାଞ୍ଜିଗଡ଼ ଫରେଷ୍ଟରଙ୍କୁ ଗିରଫ କଲା ଭିଜିଲାନ୍ସ । ବୃକ୍ଷରୋପଣ ନାଁରେ ନକଲି ମଷ୍ଟର ରୋଲର ଓ ଜବ୍ କାର୍ଡ ଦେଖାଇ ଅର୍ଥ ଆତ୍ମସାତ ଅଭିଯୋଗରେ…