Nuapada By-Poll: ସରକାରୀ ସମ୍ପତ୍ତିର ଦୁରୁପଯୋଗ ନେଇ ବିଜେପି ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ବିଜେଡିର ବରିଷ୍ଠ ନେତୃବୃନ୍ଦ ଆଜି ସିଇଓଙ୍କ କାର୍ଯ୍ୟାଳୟରେ ଏକ ଅଭିଯୋଗ ପତ୍ର ଦାଖଲ କରିଛନ୍ତି । ବିଜେପି ପକ୍ଷରୁ ଲଗାଯାଇଥିବା ସମସ୍ତ ଅବୈଧ ବ୍ୟାନର ଏବଂ ହୋର୍ଡିଂ ତୁରନ୍ତ ହଟାଇବା ପାଇଁ ବିଜେଡି ଦାବି କରିଛି । ନୂଆପଡ଼ା ଉପନିର୍ବାଚନରେ ସରକାରୀ…

Andhra Bus Fire Tragedy: ବସ୍‌ ରାୟଗଡ଼ା RTO ରେ ପଞ୍ଜୀକରଣ ହୋଇଥିବା ସ୍ପଷ୍ଟ

ଆନ୍ଧ୍ର ପ୍ରଦେଶରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଘରୋଇ ବସ୍‌ଟି ଓଡ଼ିଶାର । ବସ୍‌ଟି ଓଡ଼ିଶାର ରାୟଗଡ଼ା ଜିଲ୍ଲା RTO ରେ ପଞ୍ଜିକୃତ ହୋଇଥିଲା ବୋଲି ପରିବହନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । କେଉଁ ପରିସ୍ଥିତିରେ ବସ୍‌ଟି ହାଇଦ୍ରାବାଦରୁ ବେଙ୍ଗାଳୁରୁ ଚାଲିଥିଲା…

India wins 3rd ODI: ତୃତୀୟ ଦିନିକିଆରେ ଭାରତ ବିଜୟ; ସିରିଜ୍‌କୁ ୨-୧ ରେ ଜିତିଲା ଅଷ୍ଟ୍ରେଲିଆ

ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଦିନିକିଆରେ ଭାରତ ୯ ୱିକେଟରେ ବିଜୟୀ ହୋଇଛି । ହିଟମ୍ୟାନ୍ ରୋହିତ ଶର୍ମାଙ୍କ ଦମଦାର ଶତକରେ ଟିମ୍ ଇଣ୍ଡିଆକୁ ସହଜ ବିଜୟ ମିଳିଛି । ଭାରତ ତୃତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି । ତେବେ ଅଷ୍ଟ୍ରେଲିଆ…

Satish Shah Dies At 74: ହାସ୍ୟ ଅଭିନେତା ସତୀଶ ଶାହଙ୍କ ପରଲୋକ

ବଲିଉଡ ର ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଶନିବାର ଅପରାହ୍ନ…

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha: ସମ୍ଭାବ୍ୟ ବାତ୍ୟା ପାଇଁ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବୃଷ୍ଟିପାତକୁ ଦୃଷ୍ଟିରେ ରଖି ସହରାଞ୍ଚଳରେ ଜରୁରୀକାଳୀନ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ଅଧିକାରୀଙ୍କୁ ଷ୍ଟେସନ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର…

Cyclone Montha Update: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଏକ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତି ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ…

Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ

ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଏହା ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ…

Shreemayee Targets Again: ମହାଭାରତ ଉଦାହରଣ ଦେଇ ପୁଣି ଶ୍ରୀମୟୀଙ୍କ ଟାର୍ଗେଟ

ସୋସିଆଲ୍ ମିଡିଆରେ ପରୋକ୍ଷରେ ପୁଣି ଶ୍ରୀମୟୀଙ୍କ ଟାର୍ଗେଟ୍ । ମହାଭାରତ ଉଦାହରଣ ଦେଇ ପୁଣି ଟାର୍ଗେଟ କଲେ ଶ୍ରୀମୟୀ । ମିଶ୍ର । ସେ ଲେଖିଛନ୍ତି ଅଧର୍ମକୁ କେବଳ ମୁକ ହୋଇ ଚାହିଁ ରହିଲେ ଅନ୍ତ ଅତ୍ୟନ୍ତ ଦୁଃଖଦ ହୋଇଥାଏ ।…

Kalamandal Auditorium Project: ନିର୍ମାଣାଧୀନ ‘କଳାମଣ୍ଡଳ’ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରର ସୈନିକ…