ଗୋପାଳପୁର ଗଣଦୁଷ୍କର୍ମ ଘଟଣା: କ୍ରାଇମବ୍ରାଞ୍ଚ ହାତରେ ଡିଜିଟାଲ ପ୍ରମାଣ

ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଦିନ ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିଥିବା ସୂଚନା ଦେଇଛନ୍ତି । କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି ଯେ ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଆବଶ୍ୟକ…

ଧରାକୋଟରେ ଦୁଇ ଦଳିତଙ୍କୁ ନିର୍ଯାତନା ଘଟଣାକୁ ନିନ୍ଦା କଲେ କଂଗ୍ରେସ୍ ନେତା ରାହୁଲ ଗାନ୍ଧୀ

ଗଞ୍ଜାମ ଜିଲ୍ଲା, ଆସ୍କାରେ ଦଳିତ ସମାଜର ଦୁଇ ଜଣକୁ ଅକଥନୀୟ ଅତ୍ୟାଚାର କରିବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଦୁଇ ଯୁବକଙ୍କୁ ଘାସ ଖୁଆଇବା, ମଇଳା ପାଣି…

ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟସ୍ତରୀୟ ବଳିଦାନ ଦିବସ ପାଳନ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟସ୍ତରୀୟ ବଳିଦାନ ଦିବସ ଆଜି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ…

ଟେଷ୍ଟ କ୍ରିକେଟରେ ଇତିହାସ ରଚିଲେ କେଏଲ ରାହୁଲ, ରିଷଭ ପନ୍ତ

ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟ କ୍ରିକେଟରେ ଭାରତୀୟ ଟିମର ୱିକେଟ କିପର ବ୍ୟାଟର ରିଷଭ ପନ୍ତ ଏବଂ ଭାରତୀୟ ଓପନର ଲୋକେଶ ରାହୁଲ ଆଜି ଇତିହାସ ରଚିଛନ୍ତି । ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ରିଷଭ ପନ୍ତଙ୍କ ବ୍ୟାଟରୁ ବାହାରିଛି ଟ୍ୱିନ…

ଯାଜପୁରରେ ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ପୁଣି ରାଜ୍ୟରେ ନାରୀ ନିର୍ଯାତନା ମାମଲା ସାମ୍ନାକୁ ଆସିଛି । ନିକଟରେ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟ ଦେଶ ତଥା ବିଦେଶରେ ବଦାନାମ୍ ହୋଇଥିବା ବେଳେ ଏବେ ଜଣେ ଅଣ ଓଡ଼ିଆ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି ।…

ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’

ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’ । ଜରୁରୀକାଳୀନ ପରିସ୍ଥିତର ସ୍ବତନ୍ତ୍ରତା ସେନାନୀ ମାନଙ୍କୁ କରାଯିବ ସମ୍ମାନିତ । ଏ ନେଇ ସମସ୍ତ ରେଜିଷ୍ଟ୍ରାର, ପ୍ରିନ୍ସିପାଲ୍‌ଙ୍କୁ…

ଅପରେସନ୍‌ ପରେ ସୁସ୍ଥ ଅଛନ୍ତି ନବୀନ: ପ୍ରେମ ପଟ୍ଟନାୟକ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ଭିଡିଓ ମଧ୍ୟମରେ ପ୍ରତିକ୍ରିୟା ଦେଇ ପ୍ରେମ ପଟ୍ଟନାୟକ କହିଛନ୍ତି ଅପରେସନ୍‌ ପରେ ସୁସ୍ଥ ଅଛନ୍ତି ନବୀନ । ସେ ହସ୍ପିଟାଲରେ ସାମାନ୍ୟ…

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ…

୨୫ରେ ଛାତ୍ର ବିଜେଡିର ଆନ୍ଦୋଳନ

ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ଅଭିଯୋଗ ଆଣି ଶଙ୍ଖଭବନରେ ବିଜେଡିର ପ୍ରେସମିଟ। ମାଆ ଭଉଣୀଙ୍କ ସୁରକ୍ଷା ପାଇଁ ଆସନ୍ତା ୨୫ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ ଛାତ୍ର ବିଜେଡି । ଏହି ଆନ୍ଦୋଳନକୁ ସମର୍ଥନ କରିବାକୁ ରାଜ୍ୟର ସମସ୍ତ ଯୁବ ଓ ଛାତ୍ର…

ରାଜ୍ୟରେ ଲଭର୍ସ ପଏଣ୍ଟର ସୁରକ୍ଷା ବଢ଼ାଇବେ ସରକାର: ପ୍ରଭାତୀ ପରିଡ଼ା

ଗୋପାଳପୁର ଦୁଷ୍କର୍ମ ଘଟଣା ପରେ ‘ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର। ଏହାର ସୁରକ୍ଷା ପାଇଁ ଦୁଇ ଥର ବୈଠକ ବସି ସାରିଥିବାବେଳେ ଏହାକୁ ନେଇ ଗୁରୁତ୍ୱ ଦେଉଛୁ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ…