ବଜେଟକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ନବୀନ

ଆଜି ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ ହୋଇଥିବାବେଳେ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ଦେଶର ଯୁବବର୍ଗଙ୍କୁ ଚାକିରିର ଘୋର ଆବଶ୍ୟକତା ଥିବାବେଳେ ଏବଂ ଅତ୍ୟାବଶ୍ୟକ…

ବଜେଟ ୨୦୨୫: ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ହେବ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମାଳା ସୀତାରମଣ । ବଜେଟ୍‌ରେ ଦେଶରେ ଶିକ୍ଷା କ୍ଷେତ୍ରରେ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ➡️ଭାରତନେଟ ପ୍ରକଳ୍ପ ଅଧୀନରେ ଗ୍ରାମାଞ୍ଚଳର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ଏବଂ ପ୍ରାଥମିକ…

ବଜେଟ୍ ୨୦୨୫-୨୬: ଜାଣନ୍ତୁ କେଉଁ ସବୁ ସୁବିଧା ପାଇବେ ଦେଶବାସୀ

• ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ହାରାହାରି ମାସିକ ଆୟ ଉପରେ କୌଣସି ଆୟକର ନାହିଁ; ମଧ୍ୟମ ବର୍ଗର ଘରୋଇ ସଞ୍ଚୟ ଏବଂ ଉପଭୋଗକୁ ପ୍ରୋତ୍ସାହନ ମିଳିବ • ନୂତନ ଟିକସ ବ୍ୟବସ୍ଥାରେ ବେତନଭୋଗୀ ବର୍ଗ ବାର୍ଷିକ ୨୨.୭୫ ଲକ୍ଷ ଟଙ୍କା…

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ ଅଭୟ ନାୟକ

ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ । ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଏସଆଇ ଅଭୟ ନାୟକଙ୍କୁ ଧରିଛି ଭିଜିଲାନ୍ସ । ନୀଳାଚଳ ଇସ୍ପାତ କାରଖାନା ଆଗରେ ଧରାପଡ଼ିଲେ ଲାଞ୍ଚୁଆ ଏସଆଇ । ସ୍ବାମୀ ସ୍ତ୍ରୀଙ୍କ ପାରିବାରିବ ବିବାଦର ସମାଧାନ…

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…

୧୨ ଲକ୍ଷ ଆୟ ଉପରେ ଲାଗିବନି କୌଣସି ଟିକସ

ସଂସଦରେ ସାଧାରଣ ବଜେଟ୍ ୨୦୨୫ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବିତ୍ତ ବର୍ଗଙ୍କୁ ବଡ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ଏବେ ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ କୌଣସି ଟିକସ ଦେବାକୁ ପଡ଼ିବ ନାହିଁ…

ସବୁ ଜିଲ୍ଲା ହସ୍ପିଟାଲ୍‌ରେ ରହିବ କ୍ୟାନ୍ସର ଚିକିତ୍ସା

ସଂସଦରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇଛି । ବଜେଟ୍‌ରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଏକ ଗୁରୁତ୍ବ ସୂଚନା ଦେଇଛନ୍ତି। କର୍କଟ ଏକ ଗମ୍ଭୀର ଏବଂ ଭୟାନକ ରୋଗ । ଏହି ରୋଗକୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଭୟ ରହିଥିବା…

ବଜେଟରେ ଅର୍ଥମନ୍ତ୍ରୀଙ୍କ ଘୋଷଣା; ଆସନ୍ତା ସପ୍ତାହରେ ଆସିବ ନୂଆ ଇନକମ ଟ୍ୟାକ୍ସ ବିଲ୍‌

ଆଜି ବଜେଟ୍ ଉପସ୍ଥାପନ ସମୟରେ ବଡ ଘୋଷଣା କରିଛନ୍ତି ସୀତାରମଣ । ଚଳିତ ବଜେଟରେ ଇନକମ୍ ଟ୍ୟାକ୍ସ ଉପରେ ସଭିଙ୍କ ନଜର ରହିଥିବା ବେଳେ ଆସନ୍ତା ସପ୍ତାହରେ ନୂଆ ଇନକମ ଟ୍ୟାକ୍ସ ବିଲ୍ ସଂସଦରେ ଉପସ୍ଥାପନ କରାଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ…

ବଜେଟ୍ ଉପସ୍ଥାପନ ସମୟରେ ସଂସଦରେ ହଙ୍ଗାମା; କକ୍ଷ ତ୍ୟାଗ କଲେ ବିରୋଧୀ ଦଳ ସାଂସଦ

ଆଜି ନିର୍ମଳା ସୀତାରମଣ ଅଷ୍ଟମ ଥର ସଂସଦରେ ନିଜର ବଜେଟ୍ ଉପସ୍ଥାପନ କରିଛନ୍ତି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରୁଥିବା ବେଳେ ବିରୋଧୀ ସାଂସଦ ଏହାର ଜୋରଦାର ବିରୋଧ କରିଥିବାର ଜଣାପଡିଛି । ବିରୋଧୀ ଦଳ ପ୍ରୟାଗରାଜ ମହାକୁମ୍ଭରେ…

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌: ଚାଷୀଙ୍କ ପାଇଁ ଘୋଷଣା ହେଲା ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା

ବଜେଟରେ ଚାଷୀଙ୍କ ପାଇଁ ରହିଛି ଖୁସି ଖବର । କୃଷି ହେଉଛି ଆମର ପ୍ରଥମ ଇଞ୍ଜିନ୍ କହି ଆଜି ବଜେଟରେ ଚାଷୀଙ୍କ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ‘ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା’ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଏହି…