ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି “ସମ୍‌କୁ ମୋର ନୂଆଁଖାଇ ଜୁହାର୍” । ଓଡ଼ିଶା ର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇ ର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ…

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ

କେନ୍ଦ୍ର ସରକାର ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବା କମନୱେଲଥ ଗେମ୍ସ ଆୟୋଜନ ପାଇଁ ବିଡ୍‌ ଆବେଦନ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଏନେଇ ଆସିଥିବା ପ୍ରସ୍ତାବକୁ…

କଟକ ରେଲୱେ ଷ୍ଟେସନ ପ୍ଲାଟଫର୍ମ ଛାତ ଭୁଶୁଡିବା ଦୁର୍ଭାଗ୍ୟଜନକ: ବିଜେଡି

କଟକ ରେଲୱେ ଷ୍ଟେସନର ପ୍ଲାଟଫର୍ମ-୧ରେ ଥିବା ଛାତ ଭୁଶୁଡିପଡିବା ଦୁର୍ଭାଗ୍ୟଜନକ ବୋଲି ବିଜୁ ଜନତା ଦଳ କହିଛି । ରେଲୱେ ବିଭାଗ ଓ ଠିକା ସଂସ୍ଥାର ଦାୟିତ୍ୱହୀନତା ଓ ସୁରକ୍ଷା ପ୍ରତି ଧ୍ୟାନ ନଦେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ବୋଲି…

ଭାରତ ପାଇଁ ସ୍ବର୍ଣ୍ଣ ଜିତିଲେ ଓଡ଼ିଶା ଝିଅ ବିଦୁସ୍ମିତା ଭୋଇ

ଗୁଜରାଟର ଅହମ୍ମଦାବାଦରେ ଆୟୋଜିତ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନସିପରେ ଓଡ଼ିଆ ଝିଅଙ୍କ କମାଲ । ଭାରତ ପାଇଁ ସ୍ବର୍ଣ୍ଣ ଜିତିଲେ ଓଡ଼ିଶା ଝିଅ ବିଦୁସ୍ମିତା ଭୋଇ । ଜୁନିୟର ୬୩ କିଗ୍ରା ଓଜନ ବର୍ଗରେ ସ୍ୱର୍ଣ୍ଣ ହାସଲ କରିଛନ୍ତି । ସ୍ନାଚରେ ୮୯…

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ ।ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ । ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି । ଏ ନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଜାରି କରାଯାଇଛି…

ଚାଷୀ ଭାଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି; ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି…

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି…

ପିନାକୀ ମିଶ୍ରଙ୍କ ନାଁରେ ମନି ଲଣ୍ଡରିଂ ଅଭିଯୋଗ

ପିନାକୀ ମିଶ୍ରଙ୍କ ନାଁରେ ଆର୍ଥିକ ହେରଫେର, ମନି ଲଣ୍ଡ୍ରିଂ ଅଭିଯୋଗ । ଏହା ସହ ସଂସଦରେ ଦେଶ ସୁରକ୍ଷା ତଥା ରୁଷ ବିରୋଧୀ ପ୍ରଶ୍ନ ପଚାରିବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ଜାତୀୟ ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଗୃହ…

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର୍‌ ସରିତା ବାରିକ ଗିରଫ

ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର୍‌ ସରିତା ବାରିକ ଗିରଫ। ଗତକାଲି ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଧରାପଡିଥିଲେ ଭୁବନେଶ୍ୱର-IV ସର୍କଲର ସହକାରୀ ରାଜ୍ୟ ଟିକସ କମିଶନର ସରିତା ବାରିକ। ଗତକାଲି ଟିକସ ଛାଡ ପାଇଁ ବେକରୀ ସପ୍ ମାଲିକଙ୍କଠାରୁ ୨୫ ହଜାର ଟଙ୍କା…

ବିଜଦ ଅବସ୍ଥାକୁ ନେଇ ଚିନ୍ତାରେ ଭାଜପା ହାଇକମାଣ୍ଡ !

ପୂର୍ବ ଶାସକ ଦଳ ବିଜଦ ପରିସ୍ଥିତିକୁ ନେଇ ଚିନ୍ତିତ ଭାଜପା ହାଇକମାଣ୍ଡ । ଚିନ୍ତିତ ହେବା କଥା ବି । ଏହି ଆଞ୍ଚଳିକ ଦଳଟିରେ ବିଭାଜନର ପଦଧ୍ୱନି ଶୁଭିଲାଣି। ସଭାପତି ଭାବେ କୌଣସି ଦାୟିତ୍ଵ ନିର୍ବାହ କରୁ ନଥିବା ନବୀନ ପଟନାୟକ…