ସରକାରୀ କ୍ୱାଟର୍ସରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତ ଦେହ

କଟକ ଜିଲ୍ଲା ନରସିଂହପୁର ବ୍ଲକ ପରିସର ସରକାରୀ କ୍ୱାଟର୍ସରୁ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯନ୍ତ୍ରୀ ହେଲେ କନିଷ୍ଠ ଯନ୍ତ୍ରୀ ଅଜୟ ସାମଲ । ତାଙ୍କ ଘର ବଡମ୍ବା ସାନବରସିଂହ ଅଞ୍ଚଳରେ ବୋଲି ଜଣାପଡିଛି।…

କୋଣାର୍କ ମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍‌ମୁଗରତ୍ନମ

ପୁରୀ ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମାନ୍ ଶନମୁଗାରତ୍ନମ୍ । ଆଜି ପୁରୀ ଗସ୍ତରେ ଆସି ଐତିହ୍ୟ ଗ୍ରାମ ରଘୁରାଜପୁର ଗ୍ରସ୍ତ ପରେ ଏବେ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି। ନିଜ ପତ୍ନୀଙ୍କ ସହ କୋଣାର୍କ ମନ୍ଦିର ବୁଲି ଦେଖିଛନ୍ତି…

ଓଡ଼ିଶାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନରେ କଲେ  ସିଙ୍ଗାପୁରର ରାଷ୍ଟ୍ରପତି ଓ ତାଙ୍କ ଧର୍ମପତ୍ନୀ

ଓଡ଼ିଶାର ପୁରୀ ଜିଲ୍ଲାର ହେରିଟେଜ ଭିଲେଜ ବା ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଥରମନ୍‌ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ । ଐତିହ୍ୟ ଗ୍ରାମ ରଘୁରାଜପୁର ଗସ୍ତରେ ଯାଇ ଓଡ଼ିଶା ପ୍ରସିଦ୍ଧ ପଟ୍ଟଚିତ୍ର ଏବଂ…

ଡାଲମିଆ ସିମେଣ୍ଟ ପ୍ଲାଣ୍ଟରେ ଦୁର୍ଘଟଣା ଘଟଣା: ପ୍ରତି ମୃତକଙ୍କ ପରିବାରକୁ ଦିଆଗଲା ୨୫ ଲକ୍ଷ ଟଙ୍କା ସହାୟତା

ରାଜଗାଙ୍ଗପୁର ଡାଲମିଆ ସିମେଣ୍ଟ ପ୍ଲାଣ୍ଟରେ ଦୁର୍ଘଟଣାର ୩୬ ଘଣ୍ଟା ପରେ ଶ୍ରମିକଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି । ପ୍ରଥମେ ଦୁଇ ଜଣ ଶ୍ରମିକଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏବଂ…

ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତକାଳୀନ ପକ୍ଷୀ ଗଣନା ଆରମ୍ଭ

ରାଜ୍ୟରେ ଆଜିଠୁ ପକ୍ଷୀ ଗଣନା ଆରମ୍ଭ ହୋଇଯାଇଛି । ରାଜ୍ୟରେ ପ୍ରଥମ ଥର ପାଇଁ ୫୨ଟି ବନଖଣ୍ଡରେ ଏକକାଳୀନ ପକ୍ଷୀ ଗଣନା କରାଯାଉଛି । ଭିତରକନିକା, ଚିଲିକା, ବ୍ରହ୍ମଗିରି, ବଣାଇ ଓ ସମ୍ବଲପୁରରେ ପକ୍ଷୀଗଣନା ଆରମ୍ଭ ହେଉଛି । ସକାଳ ୫ଟାରୁ…

ନୂଆ ମୋଡ଼ରେ ନବ ଦାସଙ୍କ ହତ୍ୟା ମାମଲା: ଏକାଧିକ ବନ୍ଧୁକରୁ ହୋଇଥିଲା ଗୁଳିମାଡ଼ !

୨ବର୍ଷ ପରେ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସ୍ଵର୍ଗତ ନବ ଦାସଙ୍କ ହତ୍ୟା ମାମଲାରେ ଆସିଲା ନୂଆ ମୋଡ଼ । ରାଜ୍ୟ ଫରେନ୍‌ସିକ୍ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ପରେ ଏବେ ଗୋପାଳ ହତ୍ୟାକାରୀ ନା ଆଉ କିଏ ଉଠିଲା ପ୍ରଶ୍ନ । ଏକାଧିକ…

ଜାନୁଆରୀ ୩୧ ରୁ ଆରମ୍ଭ ହେବ ବଜେଟ ଅଧିବେଶନ

ସଂସଦର ବଜେଟ୍‍ ଅଧିବେଶନ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ପ୍ରଥମ ଦିନରେ ଯୁଗ୍ମ ଅଧିବେଶନ ଅନୁଷ୍ଠିତ ହେବ । ଏହିଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ସଦନର ସଦସ୍ୟଙ୍କୁ ମିଳିତ ଭାବେ ସମ୍ବୋଧିତ କରିବେ । ଫେବୃଆରୀ…

ନବୀନଙ୍କ କାମକୁ ନୂତନ ଅଧ୍ୟାୟର ଶୁଭାରମ୍ଭ ବୋଲି କୁହାଯାଉଛି: ବିଜେଡି

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡିଶା ଆଗମନକୁ ବିଜୁ ଜନତା ଦଳ ସ୍ୱାଗତ କରିଥିବା ବେଳେ ନବୀନଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁଁ ସିଙ୍ଗାପୁର ରାଷ୍ଟ୍ର ସହ ସହଭାଗିତା ଆରମ୍ଭ ହୋଇଥିଲା ବୋଲି ବିଜୁ ଜନତା ଦଳ କହିଛି । ଶଙ୍ଖ ଭବନ ଠାରେ ଆୟୋଜିତ…

ଓଡିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତିନାମାର ବିନିମୟ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ଅପରାହ୍ନରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ କରିଛନ୍ତି । ଥର୍ମନ ଶନ୍ମୁଗରତ୍ନମ୍ ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜାନୁୟାରୀ ୨୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କେନ୍ଦ୍ର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ।…