Jay Dholakia Nomination on Oct 18: ନୂଆପଡ଼ା ଉପନିର୍ବାଚନ; ଆସନ୍ତା ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିବେ ଜୟ ଢୋଲକିଆ

ବିଜେପିର ନାମାଙ୍କନ ଦାଖଲ କାର୍ଯ୍ୟକ୍ରମ ପରିବର୍ତ୍ତନ ହୋଇଛି । ଆଜି ହେବାକୁ ଥିବା ନାମାଙ୍କନ ସ୍ଥଗିତ ରଖାଯାଇଛି । ଆସନ୍ତା ୧୮ ତାରିଖରେ ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ଦାଖଲ କରିବେ । ଏ ନେଇ ବିଶ୍ୱସ୍ତ ସୂତ୍ରରୁ…

Online Mahaprasad sale: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ମାମଲା; ଏକ ଫୁଡ୍ ଆପ୍ ନାଁରେ ସାଇବର ଥାନାରେ ଏତଲା

ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ଅଭିଯୋଗ। ଏ ନେଇ ଏକ ଫୁଡ୍ ଆପ୍ ନାଁରେ ସାଇବର ଥାନାରେ ଏତଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନର ନିର୍ଦ୍ଦେଶରେ ଏତଲା । ଅନଲାଇନରେ ଅନ୍ନପ୍ରସାଦ ମିଳିବା ନେଇ ଅନଲାଇନ ଖାଦ୍ୟ ଡେଲିଭରୀ କଂପାନୀ ପକ୍ଷରୁ ବିଜ୍ଞାପନ…

Naveen Pattnaik birthday: ୭୯ ବର୍ଷ ବୟସରେ ପାଦ ଥାପିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷ ବୟସରେ ପାଦ ଥାପିଛନ୍ତି ନବୀନ। ଏଥର ନିଜ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରିବେ। ଜନ୍ମଦିନରେ ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ଦଳୀୟ…

Nuapada By-Poll: ଆତ୍ମହତ୍ୟାର ପନ୍ଥା କାହିଁକି ବାଛିଲା ବିଜଦ?

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ରାଜ୍ୟର କୌଣସି ଉପନିର୍ବାଚନ ଇତିହାସରେ ପୂର୍ବରୁ ଏପରି ମନୋନୟନ ଦେଖିବାକୁ ମିଳିନାହିଁ । ଉପନିର୍ବାଚନରେ…

Diwali 2025: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ବାସଭବନରେ…

Nuapada By-Poll: ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ମୌଳିକ ସମସ୍ୟାର ସମାଧାନ ସହ ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୂଆପଡ଼ାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗ ଦେଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସାମଲ କହିଛନ୍ତି ଯେ, ଆଗାମୀ ଦିନରେ…

Pankaj Dheer dies: ଆଉ ନାହାନ୍ତି ମହାଭାରତର ‘କର୍ଣ୍ଣ’ ପଙ୍କଜ ଧୀର

ବି.ଆର. ଚୋପ୍ରାଙ୍କ “ମହାଭାରତ” ରେ କର୍ଣ୍ଣଙ୍କ ଚରିତ୍ର ପାଇଁ ଘରେ ଘରେ ପରିଚିତ ବରିଷ୍ଠ ଅଭିନେତା ପଙ୍କଜ ଧୀର ଆଉ ଆମ ଗହଣରେ ନାହାନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ସେ ଅନେକ ଦିନ ଧରି…

Snehangini Chhuria Bjd candidate: ନୂଆପଡ଼ା ଉପନିର୍ବାଚନ; ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ପ୍ରାର୍ଥୀ

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ…

Bihar Assembly Election 2025: ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ବିହାର ନିର୍ବାଚନ ପାଇଁ ବିଜେପି ଆଜି ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି । ଦ୍ବିତୀୟ ପର୍ଯ୍ୟାୟରେ ୧୨ ଜଣିଆ ତାଲିକା ଘୋଷଣା କଲା ବିଜେପି। ଚର୍ଚ୍ଚାରେ ଥିବା ଲୋକପ୍ରିୟା ଗାୟିକା ମୈଥିଲୀ ଠାକୁରଙ୍କୁ ଦଳ ପ୍ରାର୍ଥୀ କରିଛି । ମୈଥିଲୀଙ୍କୁ…

High drama outside Congress Bhawan: ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି: ଭକ୍ତ ଦାସ

ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ହାଇଡ୍ରାମା । ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍ ନାଣ୍ଡୁ ଆଜି ନିଜ ସମର୍ଥକଙ୍କ ସହିତ କଂଗ୍ରେସରେ ମିଶିବାକୁ ଆସିଥିବା ବେଳେ କଂଗ୍ରେସ ଭବନ ଗେଟ୍ ନ ଖୋଲିବାକୁ ନେଇ ହାଇଡ୍ରାମା ଦେଖିବାକୁ…