Bihar Assembly Election 2025: ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ବିହାର ନିର୍ବାଚନ ପାଇଁ ବିଜେପି ଆଜି ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି । ଦ୍ବିତୀୟ ପର୍ଯ୍ୟାୟରେ ୧୨ ଜଣିଆ ତାଲିକା ଘୋଷଣା କଲା ବିଜେପି। ଚର୍ଚ୍ଚାରେ ଥିବା ଲୋକପ୍ରିୟା ଗାୟିକା ମୈଥିଲୀ ଠାକୁରଙ୍କୁ ଦଳ ପ୍ରାର୍ଥୀ କରିଛି । ମୈଥିଲୀଙ୍କୁ…

High drama outside Congress Bhawan: ନାଣ୍ଡୁ ଧଳ ଜଣେ ଅପରାଧିକ ଚରିତ୍ରର ବ୍ୟକ୍ତି: ଭକ୍ତ ଦାସ

ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ହାଇଡ୍ରାମା । ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍ ନାଣ୍ଡୁ ଆଜି ନିଜ ସମର୍ଥକଙ୍କ ସହିତ କଂଗ୍ରେସରେ ମିଶିବାକୁ ଆସିଥିବା ବେଳେ କଂଗ୍ରେସ ଭବନ ଗେଟ୍ ନ ଖୋଲିବାକୁ ନେଇ ହାଇଡ୍ରାମା ଦେଖିବାକୁ…

Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ

ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…

Ghasiram Files Nomination: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ

ନୂଆପଡ଼ା ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଘାସିରାମ ମାଝୀ। ବରିଷ୍ଠ ଆଦିବାସୀ ନେତା ଘାସିରାମ ମାଝୀ ଆଜି ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପିସିସି…

Bihar assembly elections: ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ

ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ଜେଡିୟୁ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୭ ଜଣଙ୍କ ନାଁ ଘୋଷଣା କଲା ଜେଡିୟୁ । ଚିରାଗ ପାଶୱାନ ଦାବି କରୁଥିବା ୪ଟି ସିଟ୍‌ରେ ପ୍ରାର୍ଥୀ ଦେଲା ଜେଡିୟୁ।…

Former Bonai MLA Passes Away: ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧,…

Nuapada Byelection: ନୂଆପଡା ଉପନିର୍ବାଚନ; ୩ ଆଶାୟୀଙ୍କୁ ନବୀନ ନିବାସକୁ ଡାକରା

ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ ଚାଲିଛି। ବିଜେଡି ପ୍ରାର୍ଥୀଙ୍କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ୩ ଆଶାୟୀଙ୍କୁ ନବୀନ ନିବାସ ଡକରା ହୋଇଛି । ସିଧାସଳଖ ନବୀନଙ୍କୁ ଭେଟି ଆଲୋଚନା କରିବେ ୩ ଆଶାୟୀ…

BJP Candidate Jay Dholakia: ନୂଆପଡ଼ା ଉପନିର୍ବାଚନ; ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଜୟ ଢୋଲକିଆଙ୍କ ନାମରେ ମୋହର ମାରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା କରାଯାଇଛି । ଦିବଙ୍ଗତ…

Diwali 2025 date: ୨୦ ତାରିଖରେ ପାଳନ କରାଯିବ  ପୟାଶ୍ରାଦ୍ଧ ଓ ଦୀପାବଳି

ସାଧାରଣତଃ ପାଞ୍ଜି ଦେଖି ପର୍ବପର୍ବାଣୀ ପାଳନ କରାଯାଇଥାଏ। ହେଲେ ଚଳିତ ବର୍ଷ ଦୀପାବଳିକୁ ନେଇ ଦେଖା ଦେଇଛି ବଡ଼ ଦ୍ବନ୍ଦ୍ବ। ଏବର୍ଷ କେଉଁ ଦିନ ପାଳିବେ ଦୀପାବଳି, ତାକୁ ନେଇ ଦ୍ବନ୍ଦ୍ବ ଥିବା ବେଳେ ପୟାଶ୍ରାଦ୍ଧ ଓ ଦୀପାବଳି ତାରିଖ ଦ୍ବନ୍ଦ୍ବ…

Jaisalmer Bus Fire: ରାଜସ୍ଥାନରେ ଚଳନ୍ତା ବସରେ ଲାଗିଲା ନିଆଁ; ୨୦ ଜୀବନ୍ତ ଦଗ୍ଧ

ରାଜସ୍ଥାନ ଜୈସଲମେରରେ ଭୟଙ୍କର ଦୁର୍ଘଟଣା । ଗତକାଲି ଜୈସଲମେର-ଯୋଧପୁର ରାଜପଥରେ ଥାୟତ ଗାଁ ନିକଟରେ ଜାତୀୟ ରାଜପଥରେ ଏସି ବସରେ ଅଚାନକ ନିଆଁ ଲାଗି ୨୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଗୁରୁତର ହୋଇଛନ୍ତି । ବସରେ ଥିଲେ…