ଅଲଗା ହେବ ଯୁକ୍ତ ୨ ଓ ଯୁକ୍ତ ୩ କଲେଜ

ସ୍ୱାଧୀନତା ଦିବସରେ ବଡ଼ ନିଷ୍ପତ୍ତି ନେଇଛନ୍ତି କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ ମଧ୍ୟ କାର୍ଯ୍ୟକାରୀ ହୋଇନି। ମୁଖ୍ୟମନ୍ତ୍ରୀ ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ଯୋଗାଇ ଦେବେ। ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲା ପ୍ରଶାସନ…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…

ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଲେ ମାଓବାଦୀ

ଓଡିଶା ଓ ଛତିଶଗଡ ସୀମାରେ ଦିନକୁ ଦିନ ମାଓ ହିଂସା ବଢିବାରେ ଲାଗିଥିବା ବେଳେ ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ଏକ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଇଛନ୍ତି ମାଓବାଦୀ । ପୋଲିସ…

ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ

ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଲାଗିରହିଥିବା ସୃଷ୍ଟି ହେବାକୁ ଥିଲା…

ବ୍ଲାକରୋଜ୍ ଜାହାଜ ବୁଡ଼ି ମାମଲା: ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି

ଦୀର୍ଘ ୧୫ବର୍ଷ ପରେ ପାରାଦୀପ ସମୁଦ୍ରରେ ବ୍ଲାକରୋଜ୍ ଜାହାଜ ବୁଡ଼ି ଘଟଣାର ତଦନ୍ତ କରିପାରେ ସିବିଆଇ। ପାରାଦୀପ ସାମୁଦ୍ରିକ ଥାନାରେ ରୁଜୁ ହୋଇଥିବା ଏହି ବ୍ଲାକରୋଜ୍ ବୁଡ଼ି ଘଟଣାରେ ସିବିଆଇ ତଦନ୍ତ ପାଇଁ ଗୃହ ବିଭାଗର ଚିଠି । ପୋଲିସ ଡିଜିଙ୍କୁ…

ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଆଜି ସାରା ଦେଶ ପାଳନ କରୁଛି ୭୮ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବାଂଲାଦେଶରେ ଥିବା ହିନ୍ଦୁଙ୍କ ସୁରକ୍ଷା ପ୍ରତି ଚିନ୍ତା ପ୍ରକଟ କରିଛନ୍ତି।…

ଦେଶର ସ୍ୱପ୍ନ ୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ: ମୋଦୀ

ଆଜି ଭାରତର ୭୮ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ୟାରିସରେ ଅଲିମ୍ପିକ୍ସ ପଦକ ହାସଲ କରିଥିବା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶରେ ଅଲିମ୍ପିକ୍ସକୁ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ…

ମେଡିକାଲ ଶିକ୍ଷା ପାଇଁ ୫ ବର୍ଷରେ ସୃଷ୍ଟି ହେବ ୭୫ ହଜାର ସିଟ୍‌: ମୋଦୀ 

ଆଜି ସାରା ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶ ବାସୀଙ୍କୁ ସମ୍ବୋଧନ କରି ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଏସ୍‌ସିବିରେ ଜୁନିଅର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋଲକାତାର ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରି ବୀଭତ୍ସ ହତ୍ୟା କରାଯାଇଥିବା ଘଟଣାରେ ଦେଶସାରା ଡାକ୍ତରଙ୍କ ପ୍ରତିବାଦ ଦିନକୁ ଦିନ ବଢିବାରେ ଲାଗିଛି। ଘରୋଇ ହେଉ କି ଆବାସିକ ହସ୍ପିଟାଲର ଶହଶହ ଡାକ୍ତର ଏବେ…

ଅନୁପ୍ରବେଶକାରୀ ସନ୍ଦେହରେ ୧୨ ବାଂଲାଦେଶୀ ଅଟକ

ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ୧୨ ଜଣଙ୍କୁ ଅଟକ ରଖିଛି ପାରାଦୀପ ଆଦର୍ଶ ଥାନା ପୋଲିସ । କୋଲକାତାରୁ ବସ୍‌ ଯୋଗେ ଆସି ବୁଧବାର ସକାଳେ ସମସ୍ତେ ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ସନ୍ଦେହ କରି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ…