ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର । ଉପରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଯାହାକୁ ରାଷ୍ଟ୍ରପତି ସମ୍ବିଧାନର ଅନୁଚ୍ଛେଦ ୬୭(ଏ) ଆଧାରରେ…

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଦିଲ୍ଲୀ ଗସ୍ତ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ । ଗତକାଲି…

ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

ଡିଏଫଓ ଗିରଫ । କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ । ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍। ଗିରଫ ପରେ ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଚଢାଉ ବେଳେ ୮…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ, ଯିବେ କେବେ ଦିଲ୍ଲୀ ?

ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜଭବନରେ ଭେଟିଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭାମପାଟିଙ୍କୁ । ସୋମବାର ସଂସ୍କରଣରେ ‘ରାଜ୍ୟପାଳଙ୍କୁ ସମୟ ମାଗିଲେ ମୁଖ୍ୟମନ୍ତ୍ରୀ, ହୋଇପାରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଶୀର୍ଷକ ଖବର ନିର୍ଭୟରେ…

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…

ସିବିଏସଇର ବଡ଼ ନିଷ୍ପତ୍ତି; ସ୍କୁଲରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ

ଛାତ୍ର ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସବସେ) । ବୋର୍ଡ ପକ୍ଷରୁ ତା’ର ନିୟମରେ କିଛି ସଂଶୋଧନ କରି ସ୍କୁଲଗୁଡ଼ିକରେ ରିୟଲ ଟାଇମ, ଅଡିଓ ଏବଂ ଭିଡିଓ ରେକର୍ଡିଂ ସହିତ କ୍ୟାମେରା…

ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ଼

ଜଗଦୀପ ଧନଖଡ଼ ଆଜି ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି । କୁହାଯାଉଛି ଯେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ସେ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟକୁ ଜଗଦୀପ ଧନଖଡ଼ ଇସ୍ତଫା ପତ୍ର ପଠାଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ରରେ…

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ କଲେ ରାଜ୍ୟ ସରକାର

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ରାଜ୍ୟ ସରକାର । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି…

୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ

ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ…