ରାତିରେ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ରୋଗୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ରହିବା,…

ସଂକଳ୍ପପତ୍ରର ପ୍ରାୟ ସମସ୍ତ ପ୍ରତିଶ୍ରୁତି ପୂରଣ ପାଇଁ ବ୍ୟୟବରାଦ ହୋଇଛି: ମନମୋହନ ସାମଲ

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି କୋରାପୁଟରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏଥିରେ ବିଧାୟକ ରୁପୁ ଭତ୍ରା, ବିଧାୟକ ରଘୁରାମ ମାଛ, ରାଜ୍ୟ ସାଧାରଣ ସମ୍ପାଦକ ପୂର୍ଣ୍ଣିମା କେର୍‌କେଟା, ରାଜ୍ୟ ସମ୍ପାଦକ ପୂର୍ଣ୍ଣମା ନାୟକ, ଜନସୂଚିତ ଜାତି…

ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା

ମିଶନ ଗଗନଯାନ ପୂର୍ବରୁ ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା। ନାସା ପକ୍ଷରୁ ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅନ୍ତର୍ଜାତୀୟ ସ୍ପେଶ ଷ୍ଟେସନ (ଆଇଏସଏସ)କୁ ପଠାଇବ ନାସା। ଏହି ମିଶନରେ ଦୁଇ ଜଣ ଭାରତୀୟ ସାମିଲ ହୋଇଛନ୍ତି। ଜଣେ…

ବିଭାରାଣୀ ଯୁବ ସମାଜ ପାଇଁ ପ୍ରେରଣା: ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଅଗଷ୍ଟ ୬ରେ ସେ ରୁଷିଆ ଓ ୟୁରୋପର ଉଚ୍ଚତ୍ତମ ଶୃଙ୍ଗ ମାଉଣ୍ଟ…

ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ଦୁର୍ଗାପୁରକୁ ବିମାନ ସେବା

ଅଗଷ୍ଟ ୩୦ରୁ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଦୁର୍ଗାପୁରକୁ ବିମାନ ସେବା ଆରମ୍ଭ ହେବ। ଏ ନେଇ ଦୁର୍ଗାପୁର ବିମାନବନ୍ଦର ନିର୍ଦ୍ଦେଶକ କୈଳାସ ମଣ୍ଡଳଙ୍କ ସୂଚନା ଦେଇଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ ଦୁର୍ଗାପୁରକୁ ଇଣ୍ଡିଗୋ ବିମାନ ଉଡ଼ିବ। ଭୁବନେଶ୍ୱରରୁ ବାଗଡୋଗରାକୁ ସପ୍ତାହକୁ ୪ ଦିନ ଓ…

ଆକ୍ସନ ମୋଡ଼ରେ ସରକାର: ଖୋଲୁଛି କୁବେର ସରକାରୀ ଅଧିକାରୀଙ୍କ ଦୁର୍ନୀତିର ପେଡ଼ି

ସରକାରୀ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ନିତିଦିନିଆ ଘଟଣା ହୋଇଗଲାଣି। ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ଆକ୍ସନ ମୋଡ଼କୁ ଆସିଛି। ଦୁର୍ନୀତି, ଭ୍ରଷ୍ଟାଚାରମୁକ୍ତ ରାଜ୍ୟ ଗଠନ ପାଇଁ ପ୍ରୟାସ ଜାରି ରହିଛି। ଗତ କିଛିଦିନ ହେବ ବିଭିନ୍ନ ସରକାରୀ…

ଶ୍ରୀମନ୍ଦିରର ମହାପ୍ରସାଦରେ ଲଗିପାରିବନି ଅର୍ପଣ ଚାଉଳ

ମହାପ୍ରଭୁଙ୍କ ମହାପ୍ରସାଦରେ ଆଉ ଲାଗିପାରିବ ନାହିଁ ଶ୍ରଦ୍ଧାଳୁମାନେ ଅର୍ପଣ କରିଥିବା ଅର୍ପଣ ଚାଉଳ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରୁ ମହାପ୍ରଭୁଙ୍କ ମହାପ୍ରସାଦ ଲାଗି ଅର୍ପଣ ରଥ ମାଧ୍ୟମରେ ମିଳିଥିବା ଚାଉଳ ଏବେ ନଷ୍ଟ ହେବାକୁ ବସିଲାଣି…

ଅଲିମ୍ପିକ୍ସ ହକିରେ ୫୨ ବର୍ଷ ପରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ପୁରୁଷ ହକି ଦଳ ୫୨ ବର୍ଷ ପରେ ଟୋକିଓ ଗେମ୍ସ ରୌପ୍ୟ ପଦକ ବିଜେତା ଅଷ୍ଟ୍ରେଲିଆକୁ ପରାଜିତ କରିବାରେ ସଫଳ ହୋଇଛି । ହକିରେ ଭାରତ ପୁରୁଷ ହକି ଦଳ ତାର ଶେଷ ଲିଗ ମ୍ୟାଚରେ…

ତୀରନ୍ଦାଜିର ମିଶ୍ରିତ ଦଳ ଇଭେଣ୍ଟର ସେମି ଫାଇନାଲରେ ଭାରତ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ତୀରନ୍ଦାଜର ମିଶ୍ରିତ ଦଳ ଇଭେଣ୍ଟରେ ସେମି ଫାଇନାଲରେ ଭାରତୀୟ ଯୋଡି ଅଙ୍କିତା ଭକତ-ଧୀରଜ ବୋମ୍ମାଦେୱରା । ଆଜି ଚାଲିଥିବା ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ର ମିଶ୍ରିତ ଦଳ ଇଭେଣ୍ଟରେ ଭାରତୀୟ ଯୋଡି କ୍ୱାର୍ଟର ଫାଇନାଲ ମୁକାବିଲାରେ ସ୍ପେନକୁ…

ତୃତୀୟ ପଦକ ଲକ୍ଷ୍ୟରେ ଭାରତର ମନୁ ଭାକର

ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର କ୍ରମାଗତ ତୃତୀୟ ପଦକ ଲକ୍ଷ୍ୟରେ ଭାରତର ମନୁ ଭାକର । ଆଜି ୨୫ ମିଟର ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ମନୁ ଭାକର। ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଆଜି ମହିଳା ପିସ୍ତଲ ଇଭେଣ୍ଟର କ୍ୱାଲିଫିକେଶନରେ…