CM Mohan Majhi Birthday: ୫୪ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଜନ୍ମଦିନର ଶୁଭେଚ୍ଛା ଜଣାଇଲ ପ୍ରଧାନମନ୍ତ୍ରୀ ମୋଦି

୫୪ ବର୍ଷରେ ପଦାର୍ପଣ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜୁନ୍‌ ୧୨ତାରିଖରେ ଶପଥ ଗ୍ରହଣ କରିଥିଲେ । ବିଜେପିର ଏହି ଯୁବ ନେତା ରାଜ୍ୟରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଁ…

Bangladesh Clashes: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କଲେ କଟୋରପନ୍ଥୀ । ଦୋକାନରେ ବସିଥିବା ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା। ବାଂଲାଦେଶରେ ୧୮ ଦିନରେ ଗଲାଣି ୬ ହିନ୍ଦୁଙ୍କ ଜୀବନ ।ସଂଖ୍ୟାଲଘୁଙ୍କ ଟାର୍ଗେଟ କରି ଆକ୍ରମଣ କରୁଥିବା ଜଣାପଡ଼ିଛି।ଗତ ୨୪ ଘଣ୍ଟା ମଧ୍ୟରେ ଏହା…

Illegal Mine Blast: ଢେଙ୍କାନାଳରେ ୨୬ଟି ବେଆଇନ ପଥର ଖଣି ସିଲ୍ କଲା ପ୍ରଶାସନ

ଢେଙ୍କାନାଳ ମୋଟଙ୍ଗା ଥାନା ବଦାଳୁ ଗାଁ ଗୋପାଳପୁର କଳା ମୁଗୁନି ପଥର ଖାଦାନରେ ବଡ଼ ଧରଣର ବିସ୍ଫୋରଣ ପରେ ଆକ୍ସନ ମୋଡରେ ଜିଲ୍ଲା ପ୍ରଶାସନ । ଜିଲ୍ଳାର ବିଭିନ୍ନ ସ୍ଥାନରେ ବଡ ଧରଣର ଚଢ଼ାଉ ପରେ ୧୫ଟି କ୍ରସର ଓ ୨୬ଟି…

BMC To Impose User Fee: ୟୁଜର ଫି ଆଦାୟ କରିବ ବିଏମ୍‌ସି

ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଆଦାୟ କରିବ ୟୁଜର ଫି । ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଉପଭୋକ୍ତା ଦେୟ (User Fee) ଦେବାକୁ ସମ୍ବାଦିକ ସମ୍ମିଳନୀରେ ମେୟର ସୁଲୋଚନା ଦାସ ଅନୁରୋଧ କରିଛନ୍ତି । ଘର, ହୋଟେଲ, ସପିଂ ମଲ୍‌, କ୍ୟାଫେ,…

Rajnagar BDO Attacked: ମହିଳା ବିଡ଼ିଓଙ୍କ ଉପରେ ଆକ୍ରମଣ ଘଟଣାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ବରିଷ୍ଠ ସାଧାରଣ ସମ୍ପାଦକ ଡ଼ ଲେଖାଶ୍ରୀ ସାମନ୍ତସିଂହାର ଓ ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ସ୍ଥିତି, ମହିଳାଙ୍କ ବିରୋଧରେ ଅପରାଧ ଓ…

Jaundice In Navodaya Campus: ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା; ୧୨ଟି ସ୍ଥାନରୁ ଜଳର ନମୁନା ସଂଗ୍ରହ କଲା ୱାଟକୋ ଟିମ୍

ରାଜ୍ୟର ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗଠାରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବାରେ ଲାଗିଛି। ୩୦ ଛାତ୍ରଛାତ୍ରୀଙ୍କ ନମୁନା ପରୀକ୍ଷା ପଜିଟିଭ୍ ଆସିଛି। ଛାତ୍ରଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଆବାସିକ ବିଦ୍ୟାଳୟ କର୍ତ୍ତୃପକ୍ଷ ଘରକୁ ପଠାଇ ଦେଇଛନ୍ତି। ଜ୍ୱରରେ ପୀଡିତ ଅନ୍ୟ…

Public Grievance Hearing: ୧୬ତମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କବିତା ପାଠ

ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କେବଳ ସଫଳ ହେଉନାହିଁ ବରଂ ଏହାର ସଫଳତା ପ୍ରତିଟି ସାଧାରଣ ଲୋକଙ୍କ ମୁହଁରେ ଆଜି ପ୍ରତିଫଳିତ ହେଉଛି । ଅଭିଯୋଗର ସମାଧାନ ପରେ କିଏ ଶୁଭେଚ୍ଛା ପତ୍ର ଲେଖୁଛି, ତ କିଏ ମୁଖ୍ୟମନ୍ତ୍ରୀଙ୍କୁ ଅଜସ୍ର ଧନ୍ୟବାଦ ଦେଇ…

Students Burns At Rayagada: ସ୍କୁଲରେ ଜଳିଗଲେ ଚାରି ଛାତ୍ର, ଅବସ୍ଥା ସଙ୍କଟାପନ୍ନ

ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରେ ନିଆଁରେ ପୋଡି ହୋଇ ୪ଜଣ ଛାତ୍ର ଗୁରୁତର ହୋଇଛନ୍ତି । ୪ ଜଣକର ଅବସ୍ଥା ସଙ୍କଟାପନ୍ନ ରହିଛି । ସ୍କୁଲର ଜଣେ ଛାତ୍ର ଏଭଳି କାଣ୍ଡ…

Congress Pada Yatra: ଜାନୁଆରୀ ୩୦ରୁ କଂଗ୍ରେସର ପଦଯାତ୍ରା

ଜାନୁଆରୀ ୩୦ରୁ କଂଗ୍ରେସର ପଦଯାତ୍ରା । ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା କରିବ କଂଗ୍ରେସ। ପିସିସି ସଭାପତି ଭକ୍ତଦାସଙ୍କ ନେତୃତ୍ଵରେ ପଦଯାତ୍ରା। ମାଲକାନଗିରିରୁ ଆରମ୍ଭ ହେବ ପଦଯାତ୍ରା । “ଗାନ୍ଧୀ ପଥେ ଓଡ଼ିଶା” କାର୍ଯ୍ୟକ୍ରମ କରାଯିବ। ଏହି ପଦକ୍ଷେପର ଅଂଶ ସ୍ୱରୂପ, କଂଗ୍ରେସ…

BJD Press Meet on Dhenkanal Mine Incident: ସରକାରୀ ଛତ୍ରଛାୟାରେ ହେଉଛି ଖଣି ଲୁଟ: ବିଜେଡି

ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଢେଙ୍କାନାଳରେ ଖଣି ବିସ୍ଫୋରଣ ଘଟଣାକୁ ନେଇ ସରକାରଙ୍କୁ ଟାର୍ଗେଟ କଲା ବିଜେଡି । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଢେଙ୍କାନାଳ ଜିଲ୍ଲାର…