Odisha All Tobacco Products Ban: ରାଜ୍ୟ ସରକାର ବଡ଼ ପଦକ୍ଷେପ; ସବୁ ପ୍ରକାର ତମାଖୁ ସାମଗ୍ରୀ ଉପରେ ଲାଗିଲା ପ୍ରତିବନ୍ଧକ

ରାଜ୍ୟ ସରକାର ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେଲା ସବୁ ପ୍ରକାର ତମାଖୁ ସାମଗ୍ରୀ। ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଲେ ସରକାର। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା; ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତାବ ଲୋଡ଼ିଛନ୍ତି । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି…

President Droupadi Murmu To Visit Odisha: ୫ ଦିନିଆ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଫେବ୍ରୁଆରି ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଫେବ୍ରୁଆରି ୨ ତାରିଖରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଏହି ସମୟରେ ସେ ବିଭିନ୍ନ ଜିଲ୍ଲାରେ ବିଭିନ୍ନ ସରକାରୀ ଏବଂ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବେ।…

IND vs NZ 1st T20I: ନାଗପୁରରେ ପ୍ରଥମ ଟି-୨୦ ଜିତିଲା ଭାରତ

ପ୍ରଥମ ଟି ଟ୍ବେଣ୍ଟି ଜିତିଲା ଭାରତ । ନାଗପୁରରେ ଖେଳା ଯାଇଥିବା ପ୍ରଥମ ଟି-୨୦ରେ ଭାରତ ଜିତିଛି । ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ । ୨୩୯ ଟାର୍ଗେଟକୁ ପିଛା କରି ନ୍ୟୁଜିଲାଣ୍ଡ ସ୍କୋର ୧୯୦/୭ । ବରୁଣ ଚକ୍ରବର୍ତ୍ତୀ…

Oil Tanker Leak In Bhubaneswar: ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି; ଯାତାୟାତ ବାଧାପ୍ରାପ୍ତ

ବୁଧବାର ଦିନ ଭୁବନେଶ୍ୱରସ୍ଥିତ ପଳାସୁଣୀ ଅଞ୍ଚଳରେ ଏକ ଟ୍ୟାଙ୍କରରୁ ତେଲ ଲିକ୍ ହୋଇ ରାସ୍ତା ଉପରେ ତେଲ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ରିପୋର୍ଟ ଅନୁଯାୟୀ, ଟ୍ୟାଙ୍କରଟି ଭୁବନେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା ।…

Thar Tragedy In Bhubaneswar: କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ବୁଧବାର ଦିନ ଭୁବନେଶ୍ୱରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଗଙ୍ଗପଡ଼ା ଅଞ୍ଚଳରେ, ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ପଛରୁ ଧକ୍କା ଦେବା ଫଳରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଥାର୍‌ ଗାଡ଼ି ସଂପୂର୍ଣ୍ଣ ଚୁର୍‌ମାର୍ଆ ହୋଇଯାଇଥିବାବେଳେ ଆଉ ଜଣେ…

Matsya Prani Samavesh: ମତ୍ସ୍ୟ-ପ୍ରାଣୀ ସମାବେଶ-୨୦୨୬ ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେଉଛି ମତ୍ସ୍ୟ ପ୍ରାଣୀ ସମାବେଶ ୨୦୨୬ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭ ଉଦଘାଟନ କରିଛନ୍ତି । ମତ୍ସ୍ୟ ଓ ପ୍ରାଣୀପାଳନ କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର…

Naveen Opens Up On Arvind Mohapatra’s Suspension: ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଘଟଣା; ମୁହଁ ଖୋଲିଲେ ସୁପ୍ରିମୋ ନବୀନ

ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଘଟଣାକୁ ନେଇ ଆଜି ମୁହଁ ଖୋଲିଲେ ସୁପ୍ରିମୋ ନବୀନ । ନାଁ ନ ନେଇ କାହିଁକି ଅରବିନ୍ଦଙ୍କୁ ନିଲମ୍ବନ କଲେ ସେ ସମ୍ପର୍କରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ…

Atal Pension Yojana Extended: ୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

କେନ୍ଦ୍ର ସରକାର ଅଟଳ ପେନସନ ଯୋଜନା ଅବଧି ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ସୋମବାର ଦିନ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି…

Sunita Williams Retires From NASA: ନାସାରୁ ଅବସର ନେଲେ ସୁନିତା ୱିଲିୟମ୍ସ

ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନିତା ୱିଲିୟମ୍ସ ନାସାରେ ୨୭ ବର୍ଷ କାର୍ଯ୍ୟ କରିବା ପରେ ଅବସର ନେଇଛନ୍ତି । ୱିଲିୟମ୍ସ ୧୯୯୮ ମସିହାରେ ନାସାରେ ଯୋଗ ଦେଇଥିଲେ । ତିନୋଟି ମିଶନରେ ୬୦୮ ଦିନର ମହାକାଶ ଯାତ୍ରା ଏବଂ ଅଗଣିତ ରେକର୍ଡ…