ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଭୁବନେଶ୍ୱର: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୪…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍। ସୂଚନା ଅନୁଯାୟୀ ହେମନ୍ତ ସୋରେନଙ୍କ ଦିଲ୍ଳୀ ବାସଭବନରେ ଇଡି ଟିମ୍‌। ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡିର ପଚରାଉଚରା।୯ ଥର ସମନ ସତ୍ତ୍ୱେ ଇଡିରେ ହାଜର ହୋଇ ନଥିଲେ ହେମନ୍ତ। ଝାଡ଼ଖଣ୍ଡ…

୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟନା: ବିହାରରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ରବିବାର ରୋଚକ ମୋଡ଼ ନେଇଛି। ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର। ରବିବାର ସକାଳେ ମହାମେଣ୍ଟରୁ ଓହରି ପଦରୁ ଇସ୍ତଫା ଦେଇଥିବା ନୀତୀଶ ସନ୍ଧ୍ୟାରେ ଏନଡିଏ ସମର୍ଥନରେ ୯ମ…

ଫେବୃଆରୀରେ ୨ ଥର ଓଡ଼ିଶା ଗସ୍ତରେ ଆସିବେ ମୋଦୀ

ଭୁବନେଶ୍ୱର: ଗୋଟିଏ ସପ୍ତାହ ଭିତରେ ଦୁଇ ଦୁଇ ଥର ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଫେବୃୟାରୀ ୩ ତାରିଖ ପରେ ପୁଣି ଫେବୃୟାରୀ ୧୦ ତାରିଖରେ ଓଡ଼ିଶା ଆସିପାରନ୍ତି ମୋଦୀ । ଭୁବନେଶ୍ୱରରେ ୧୪ ରାଜ୍ୟର ୨୫ ହଜାରରୁ…

ବିହାର ରାଜନୀତିରେ ପଟ୍ଟ ପରିବର୍ତ୍ତନ; ନୀତିଶ କୁମାର ଏନଡିଏକୁ ଫେରିଲେ

ପାଟଣା : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଇସ୍ତପା ଦେଇଛନ୍ତି । ଏବେଠୁ ସେ ବିଜେପି ସହ ମିଶି ସରକାର ଗଠନ କରିବେ । ନୀତିଶ କୁମାର ମହାମେଣ୍ଟରୁ ଅଲଗା ହେବା ପରେ ରାଜଧାନୀ ପାଟଣାରେ ପିଏମ୍ ମୋଦିଙ୍କ ସହ ନୀତିଶଙ୍କ…

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ ଘଟିଛି…

ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଗଲା ଜୀବନ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ବାଇକ୍‌ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର ଚୌଧୁରୀ…

ସମ୍ବଲପୁର ସମାବେଶରେ ଦେଢ଼ ଲକ୍ଷ ଲୋକଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଫେବ୍ରୁଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । IIM ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ ଲାଗି ମୋଦି…

ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ହେଉଛି ବଳ ପରଖୁଛି କଂଗ୍ରେସ । ଦିନକୁ ଦିନ ଶକ୍ତିଶାଳୀ ହେଉଛି ରଣନୀତି । ସଂଗଠନକୁ ସୁଦୃଢ଼, ଲୋକସମ୍ପର୍କ ବ୍ୟାପକ କରିବା, ଦଳକୁ ବରିଷ୍ଠ ନେତାଙ୍କ ପ୍ରତ୍ୟାବର୍ତ୍ତନ ନେଇ ପ୍ରତିଦିନ ତଦାରଖ କରୁଛନ୍ତି ନବନିଯୁକ୍ତ…