୪୦୦ କୋଟି ଟଙ୍କାର ଅନଲାଇନ ଗେମିଙ୍ଗ; ଠକେଇ କରି ୨ ଓଡ଼ିଆ ଯୁବକ ଗିରଫ

ଅନଲାଇନ ଗେମିଙ୍ଗ ଆପ ଫ୍ରିୱିନ ସହ ଜଡିତ ୪୦୦ କୋଟି ଟଙ୍କାର ଠକେଇର ପର୍ଦ୍ଦାଫାଶ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କରିଛି, ଯେଉଁଥିରେ ଚୀନ ନାଗରିକମାନେ ସମ୍ପୃକ୍ତ ଥିବା ଜଣାଯାଇଛି। ଏହି ମାମଲାରେ ଚୀନ ନାଗରିକଙ୍କୁ ସାହାଯ୍ୟ କରିଥିବା ଅଭିଯୋଗରେ ଦୁଇଜଣ ଓଡ଼ିଆ…

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏଥିସହ କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ହେବ। ସକାଳୁ ସକାଳୁ ତୁହାକୁତୁହା ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ ହେବା…

ଧର୍ମେନ୍ଦ୍ର ହେବେ କି ପରବର୍ତ୍ତୀ ଭାଜପା ଅଧ୍ୟକ୍ଷ ?

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଓଡିଶା ଗସ୍ତ ଶେଷ କରି ଫେରି ଯାଇଛନ୍ତି। ଅଧ୍ୟକ୍ଷ ଭାବେ ଏହା ବୋଧହୁଏ ତାଙ୍କର ଶେଷ ଓଡିଶା ଗସ୍ତ। ତାଙ୍କ ଅଧ୍ୟକ୍ଷତା କାଳରେ ଓଡ଼ିଶାରେ ପଦ୍ମ ଫୁଟିଛି। ୨୪ ବର୍ଷର ଶଙ୍ଖ ସରକାର…

ସରୋଗାସୀ ପିତୃତ୍ୱ ଓ ମାତୃତ୍ୱ ଛୁଟି ବ୍ୟବସ୍ଥା କଲେ ରାଜ୍ୟ ସରକାର

ରାଜ୍ୟ ସରକାର ସରୋଗାସୀ ପିତୃତ୍ୱ ଓ ମାତୃତ୍ୱ ଛୁଟି ବ୍ୟବସ୍ଥା କରିଛନ୍ତି। ଅନ୍ୟକୁ ଗର୍ଭ ଉଧାର ଦେଉଥିବା ସରକାରୀ ଚାକିରିଆ ମହିଳାଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ମିଳିବ। ସେହିପରି ପିତା ଯଦି ସରକାରୀ ଚାକିରିଆ ହୋଇଥିବା ନିୟମ ଅନୁସାରେ ତାଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ଶୁଭାରମ୍ଭ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ…

ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ହାର ବଢ଼ାଇଲେ କେନ୍ଦ୍ର ସରକାର

ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ଭାରିଏବଲ୍ ମହଙ୍ଗା ଭତ୍ତା (ଭିଡିଏ)କୁ ସଂଶୋଧନ କରି ସର୍ବନିମ୍ନ ମଜୁରି ହାର ବୃଦ୍ଧି ଲାଗି ଘୋଷଣା କରିଛନ୍ତି। ବର୍ଦ୍ଧିତ ଜୀବନଧାରଣ ଖର୍ଚ୍ଚର ମୁକାବିଲା କରିବାରେ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ଏହା…

ନନ୍ଦନକାନନରେ ହାତୀ ଶାବକ ‘ଅଭି’ର ମୃତ୍ୟୁ

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ହାତୀ ଶାବକ ‘ଅଭି’ର ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ହରପିସ୍‌ ସଂକ୍ରମଣରେ ମୃତ୍ୟୁ ହୋଇଥିବା କୁହାଯାଉଛି। ୧୯ ତାରିଖରେ ହାତୀ ଅସୁସ୍ଥ ହେବାରୁ…

ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି

ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟକୁ ସତର୍କ କରାଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଦେଶରେ ଦୁଇ ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଚିଠି କରିଛନ୍ତି। ଚିଠି ମାଧ୍ୟମରେ ସଚେତନ ବାର୍ତ୍ତା…

ପୂର୍ବାଞ୍ଚଳର ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ରେଲୱେର ଅବଦାନ

ଓଡ଼ିଶା, ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ପୂର୍ବ ଛତିଶଗଡ଼ ଅଞ୍ଚଳର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ବିବିଧ ପରିବେଶ ଏବଂ ଐତିହାସିକ ସ୍ଥଳୀଗୁଡ଼ିକ ବିଶ୍ୱ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି। ପୂର୍ବତଟ ରେଳପଥ ଭାରତୀୟ ରେଳର ଏକ ପ୍ରମୁଖ ଜୋନାଲ ରେଳପଥ ଭାବରେ…

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ; ରାସ୍ତା ଉପରେ ନିର୍ମାଣ ହୋଇପାରିବ ନାହିଁ ତୋରଣ

ଆଉ କିଛି ଦିନ ମଧ୍ୟରେ ଧରାରେ ଅବତରଣ କରିବାକୁ ଯାଉଛନ୍ତି ଜଗତଜନନୀ ମାଆ ଦୁର୍ଗା । ଏନେଇ ଏବେଠୁ ଉତ୍ସବ ମୁଖର ହୋଇପଡି଼ଛି ରାଜ୍ୟର ବିଭିନ୍ନ ସହର । ଦଶହରା ଚାନ୍ଦି ମେଢ଼ ଲାଗି କଟକ ବିଶ୍ୱ ବିଖ୍ୟାତ । କିନ୍ତୁ…