ଆତଙ୍କବାଦୀ ଆକ୍ରମଣରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନ ସହିଦ

ଜମ୍ମୁ-କଶ୍ମୀରର ଡୋଡା ଜିଲ୍ଲାରେ ଚାଲିଥିବା ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ୪୮ ରାଷ୍ଟ୍ରୀୟ ରାଇଫଲର କ୍ୟାପଟେନଙ୍କ ମୃତ୍ୟୁ ହୋଇଛି। ସହିଦ ଆର୍ମି କ୍ୟାପ୍ଟେନ ହେଲେ କ୍ୟାପ୍ଟେନ ଦୀପକ ସିଂହ । ଏହି ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା…

ଖଣି କମ୍ପାନୀଙ୍କଠାରୁ ରୟାଲଟି ଆଦାୟ କରିପାରିବେ ରାଜ୍ୟ

ଖଣି ଉପରେ ରୟାଲଟି ଆଦାୟ ଅଧିକାରକୁ ନେଇ ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ରାୟ ଅନୁସାରେ ଖଣି ବହୁଳ ରାଜ୍ଯଗୁଡିକ ବିଭିନ୍ନ ଖଣି କମ୍ପାନିଙ୍କଠାରୁ ବକେୟା ରୟାଲଟି ଆଦାୟ । ଏପରିକି ବିଗତ ୧ ଏପ୍ରିଲ ୨୦୦୫ରୁ ରାଜ୍ଯମାନେ ଲେଭି ଲାଗୁ…

ନନ୍ଦନକାନନରେ ଆଖି ବୁଜିଲା ସିଂହ ‘କ୍ରିସ୍’

ଭୁବନେଶ୍ଵର ସ୍ଥିତ ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିସ୍। ସିଂହ କ୍ରିଶ ଦିର୍ଘ ଦିନ ହେବ ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ହୋଇପଡିଥିବା ବେଳେ ଆଜି ସକାଳ ୯ଟାରେ ତାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନଯୋଗ୍ୟ; ୨୦୦୪ରେ ନନ୍ଦନକାନନରେ ଜନ୍ମ…

ରାଜଧାନୀରେ ଆୟୋଜିତ ବିଶାଳ ତ୍ରିରଙ୍ଗା ରାଲିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଭୁବନେଶ୍ୱର ସ୍ଥିତ ଶ୍ରୀଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ବର ମନ୍ଦିର ଯାଏଁ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଛି । ଏହି ତ୍ରିରଙ୍ଗା ରାଲିରେ ସାମିଲ୍ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଶୋଇଥିବା ବେଳେ ଘର ଭାଙ୍ଗିଲା ହାତୀ; ମାଆ ପୁଅ ମୃତ

ସୁନ୍ଦରଗଡ଼ ଜିଲ୍ଲା ବରସୁଆଁ ରେଂଜ ବାଲିଝୁଡ଼ି ଗାଁରେ ହାତୀ ଉପଦ୍ରବ । ୪ ଛୁଆଙ୍କ ସହ ମାଆ ଶୋଇଥିଲା ବେଳେ ଘର ଭାଙ୍ଗିଲା ହାତୀ। କାନ୍ଥ ତଳେ ଚାପି ହୋଇ ଗର୍ଭବତୀ ମାଆ ସହିତ ଆଠ ବର୍ଷ ପୁଅର ମୃତ୍ୟୁ ହୋଇଛି।…

ଗଞ୍ଜେଇ ମାଫିଆଙ୍କ ସହ ଲିଙ୍କ; ୭ ପୋଲିସ ନିଲମ୍ବିତ, ୨ ହୋମଗାର୍ଡ ବିଦା

ଗଂଜେଇ ମାଫିଆଙ୍କ ସହ ଲିଙ୍କ୍‌ ଅଭିଯୋଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କାଲି ମାଛକୁଣ୍ଡ ଓ ଲମତାପୁଟ ଥାନାରେ ରେଡ୍ କରିଥିଲା ପୋଲିସ। ଏହି ଘଟଣାରେ ମାଛକୁଣ୍ଡ ଓ ଲମତାପୁଟ ଥାନାର ୭ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ଜଣ ଏସ୍‌ଆଇ,…

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ଧାରଣା

କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ତଦନ୍ତ ପାଇଁ କୋଲକାତାରେ ପହଞ୍ଚିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଏକ ଟିମ୍। କୋଲକାତା ହାଇକୋର୍ଟ ମଙ୍ଗଳବାର କୋଲକାତା ପୋଲିସରୁ କେନ୍ଦ୍ରୀୟ ଏଜେନ୍ସିକୁ ତଦନ୍ତ ଦାୟିତ୍ୱ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ…

ପଶ୍ଚିମବଙ୍ଗରୁ ସୁରକ୍ଷିତ ଭାବେ ମୁକୁଳିଲେ ୩୦୦ ଓଡ଼ିଆ

ପଶ୍ଚିମବଙ୍ଗର ମେଦିନାପୁର ଜିଲ୍ଲାରେ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଏନେଇ ସାଂସଦ ପ୍ରତାପ ଷଡଙ୍ଗୀ କହିଛନ୍ତି ଏହି ଘଟଣା ଜଣାପଡିବା ପରେ ତୁରନ୍ତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ…

ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ

ସ୍ୱାଧୀନତା ଦିବସରେ ପୋଲିସ ପଦକ ଦିଆଯିବ। ଏହା ପୂର୍ବରୁ ପଦକ ତାଲିକା ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ ମିଳିବ। ବିଶିଷ୍ଟ ସେବା ପାଇଁ ଓଡିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଏବଂ ଉତ୍ସର୍ଗୀକୃତ ସେବା ପାଇଁ…

ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର

ଭିଜିଲାନ୍ସ ଜାଲରେ ଆଉ ଆଉ ଜଣେ ସରକାରୀ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡିଛି। ପରିକ୍ଷିତଙ୍କ ବାଲିଗୋହିରିସ୍ଥିତି ଭଡା ଘରେ…