ତାଜା ଖବର ରାଜ୍ୟ Madhu Babu Pension Yojana: ବାଲେଶ୍ବରରେ ୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 10, 2026 Papirani
ଖେଳ ତାଜା ଖବର ଦେଶ हैमिल्टन में भारत बनाम न्यूज़ीलैंड तीसरा वनडे बारिश के कारण रद्द November 10, 2026 Nirvay
ତାଜା ଖବର ରାଜ୍ୟ Madhu Babu Pension Yojana: ବାଲେଶ୍ବରରେ ୫ ଲକ୍ଷ ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 10, 2026 Papirani
ଖେଳ ତାଜା ଖବର ଦେଶ हैमिल्टन में भारत बनाम न्यूज़ीलैंड तीसरा वनडे बारिश के कारण रद्द November 10, 2026 Nirvay
ତାଜା ଖବର ରାଜ୍ୟ Odisha Govt Terminates Baliapal Sub-Registrar: ଲାଞ୍ଚ ନେବା ଅଭିଯୋଗ: ଚାକିରିରୁ ବରଖାସ୍ତ ହେଲେ ବାଲିଆପାଳ ସବ୍-ରେଜିଷ୍ଟ୍ରାର ମନିଷା ମିଶ୍ର November 10, 2026 Papirani
ତାଜା ଖବର ରାଜ୍ୟ Madhu Babu Pension Scheme: ବାଲେଶ୍ବରରେ ଭତ୍ତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ୫ ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ November 10, 2026 Papirani
ତାଜା ଖବର ରାଜ୍ୟ Phulbani Records Lowest Temperature: ରାଜ୍ୟର ସର୍ବନିମ୍ନ ତାପମାତ୍ରା ତାଲିକାରେ କନ୍ଧମାଳ; ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୪°C November 10, 2026 Nirvay
ତାଜା ଖବର ରାଜ୍ୟ SI Exam Scam: ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ ମାମଲା: ମୋଷ୍ଟ ୱାଣ୍ଟେଡ୍ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ October 17, 2025 Papirani ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାକୁ ନେଇ ବଡ଼ ଖୁଲାସା କରିଛନ୍ତି କ୍ରାଇମ୍ବ୍ରାଞ୍ଚ ଡିଜି। ସେ କହିଛନ୍ତି ଏହି ମାମଲାରେ ମୋଷ୍ଟ ୱାଣ୍ଟେଡ୍ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ । ସୁକାନ୍ତ ମହାରଣା, ସୌମ୍ୟା…
ତାଜା ଖବର ରାଜ୍ୟ maoist: ମାଓବାଦୀଙ୍କୁ ଧରାନ୍ତୁ କୋଟିପତି ହୁଅନ୍ତୁ: ପୁରସ୍କାର ପୋଷ୍ଟର ଜାରି କଲା ପୋଲିସ୍ October 17, 2025 Papirani ମାଓବାଦୀଙ୍କୁ ଧରି କୋଟିପତି ହେବାକୁ ପୋଷ୍ଟର ଜାରି କଲା ବୌଦ୍ଧ ପୋଲିସ । ଯେଉଁଥିରେ ମାଓବାଦୀଙ୍କ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ଧରାନ୍ତୁ, ଆଉ କୋଟିପତି ହୁଅନ୍ତୁ ବୋଲି ବିଭିନ୍ନ ସ୍ଥାନରେ ପୋଷ୍ଟର ମାରିଛି ବୌଦ୍ଧ…
ତାଜା ଖବର ରାଜ୍ୟ Odia teacher raped and murdered: ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା October 17, 2025 Papirani ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପଶ୍ଚିମବଙ୍ଗରେ ଓଡ଼ିଶାର ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଯାଉଣୁ ହାଇଦ୍ରାବାଦର ପେଟବଶିରାବାଦର କୋମପାଲି ଅଞ୍ଚଳରେ ଓଡ଼ିଶାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସ୍ବାମୀ…
ରାଜନୀତି ରାଜ୍ୟ Nuapada Bypoll: ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟାଇଲା ବିଜେଡି October 16, 2025 Nirvay ନୂଆପଡା ରାଜନୀତିରେ ବଡ଼ ହଲଚଲ । ନୂଆପଡ଼ା ନିର୍ବାଚନ ପୂର୍ବରୁ ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟିଛି । ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବରିଷ୍ଠ ଆଦିବାସୀ ନେତା ଭାନୁ ପ୍ରତାପ ସିଂହ ମାଝୀ । କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କ ପୁତୁରା…
ତାଜା ଖବର ରାଜନୀତି ରାଜ୍ୟ BJP Announces New Office Bearers: ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା October 16, 2025 Papirani ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା। ପ୍ରକାଶିତ ନୂତନ ପଦାଧିକାରୀ ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଓ ଜଣେ ଉପ କୋଷାଧ୍ୟକ୍ଷ ରହିଛନ୍ତି । ଉପସଭାପତି ତାଲିକାରେ…
ତାଜା ଖବର ରାଜ୍ୟ Vehicles Blacklist: ବ୍ଲାକ ଲିଷ୍ଟ ହେଲା ୨୫୮ଟି ଗାଡ଼ି; ରେଜିଷ୍ଟ୍ରେସନ୍ ରଦ୍ଦ ପାଇଁ ଚିଠି October 16, 2025 Papirani ବେପରୁଆ ଭାବେ ବାରମ୍ବାର ଟ୍ରାଫିକ୍ ନିୟମ ଉଲ୍ଲଂଘନ କରୁଥିବା ଅମାନିଆ ଗାଡ଼ି ଚାଳକଙ୍କ ପାଇଁ କଡ଼ା ପଦକ୍ଷପ ନେଇଛି କମିଶନରେଟ୍ ଟ୍ରାଫିକ୍ ପୋଲିସ। ଯେଉଁମାନେ ଏକାଧିକବାର ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରୁଛନ୍ତି, ସେମାନଙ୍କ ଗାଡ଼ି ପଞ୍ଜିକରଣ ରଦ୍ଦ କରିବାକୁ କମିଶନରେଟ୍ ପୋଲିସ…
ତାଜା ଖବର ରାଜ୍ୟ Low Pressure Area: ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା October 16, 2025 Papirani ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଏନେଇ କିଛି…
ତାଜା ଖବର ରାଜନୀତି ରାଜ୍ୟ Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ October 16, 2025 Papirani ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…
ତାଜା ଖବର ରାଜନୀତି ରାଜ୍ୟ NuapadaBypoll: ନୂଆପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ October 16, 2025 Papirani ଆଜି ନୂଆପଡ଼ାରେ ବିଶାଳ ସମାବେଶ ହୋଇଛି । ଉପନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ପ୍ରସାର ସେତିକି ଜୋରରେ ଆରମ୍ଭ ହୋଇଛି । ବିଜେପି ତାର ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଶକ୍ତି ପ୍ରଦର୍ଶନ କରିବା ଆରମ୍ଭ କରିଦେଇଛି । ନୂଆପଡ଼ାରେ…
ତାଜା ଖବର ରାଜନୀତି ରାଜ୍ୟ Bjp Starcampaigner list: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜାରି କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା October 16, 2025 Papirani ନୂଆପଡ଼ା ଆସନ ପାଇଁ ଭାରତୀୟ ଜନତା ପାର୍ଟି ରଣନୀତି ପ୍ରସ୍ତୁତ କରିସାରିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି। ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ…