ଇତିଶ୍ରୀ ବି ସମସ୍ତଙ୍କୁ ଗୁହାରୀ କରି ପୋଡ଼ି ମରିଥିଲେ

୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରୀଙ୍କ ଦେହରେ କେହି ଅଜଣା ବ୍ୟକ୍ତି ନିଆଁ ଲଗାଇ ଦେଇଥିଲା। ସେହି ଠିକା ଶିକ୍ଷୟିତ୍ରୀ କିଛି ଦିନ ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆରପୁରକୁ ଚାଲିଯାଇଥିଲେ। ମୃତ୍ୟୁ ପୂର୍ବରୁ ଜମାନବନ୍ଦୀ ଦେଇଥିଲେ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବାଣୀବିହାରରେ ଏବିଭିପିର ବିକ୍ଷୋଭ ପ୍ରଦର୍ଶନ

ବାଲେଶ୍ବର ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଏବିଭିପି। ନ୍ୟାୟ ଦାବି ନେଇ ବାଣୀବିହାରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ବିକ୍ଷୋଭ ପ୍ରଦର୍ଶନ । ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଆଇନଯୁକ୍ତ ସ୍ଥାୟୀ…

ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡି ର ହଜାର ହଜାର କର୍ମୀ ଶାନ୍ତିପୂର୍ଣ୍ଣ ଭାବରେ ଲୋୟାର…

ସୌମ୍ୟାଶ୍ରୀଙ୍କ ପରିବାର ସହ କଥା ହେଲେ ରାହୁଲ; ଓଡ଼ିଶାରେ ଅଳକା ଲାମ୍ବା

ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କଥା ହୋଇଛନ୍ତି । ପ୍ରଭାରୀ ଅଜୟ କୁମାରଙ୍କ ଫୋନ କଲ ମାଧ୍ୟମରେ ଆଜି ସକାଳେ ସୌମ୍ୟାଶ୍ରୀଙ୍କ ବାପା ବଳରାମ ବିଶିଙ୍କ ସହ ରାହୁଲ ଗାନ୍ଧୀ କଥା ହୋଇ ସାନ୍ତ୍ୱନା…

ବିଜେଡିର ଲୋକସେବା ଭବନ ଘେରାଉ ବେଳେ ବବି, ସୁଲତା, ଡାନି ଆହତ

ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମଜିରେ ଜୋରଦାର ବିକ୍ଷୋଭ କରିବା ସହ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ବିଜେଡି-ପୋଲିସ ମୁହାଁମୁହିଁ ହୋଇଛନ୍ତି ଫଳରେ ବିଜେଡି…

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ନ୍ୟାୟିକ ତଦନ୍ତ ଦାବିରେ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଛି ବିଜେଡି । ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତାଙ୍କ ଶହଶହ ବିଜେଡିର ଯୁବ-ଛାତ୍ର ଓ ମହିଳା…

ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା

ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟରେ ଅସନ୍ତୋଷ ଲାଗିରହିଥିବାବେଳେ ଆଜି ବିଜେଡିର ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ରହିବ ବନ୍ଦ ।…

ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଯୋଗଦାନ ସହ କଳିଙ୍ଗ ରତ୍ନ ପୁରସ୍କାର -୨୦୨୪ ପ୍ରଦାନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (୧୫ ଜୁଲାଇ ୨୦୨୫ରେ) କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ…

ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ଭକ୍ତ ଦାସ; କ୍ୟାଣ୍ଡଲ ଯାତ୍ରାରେ ହେଲେ ସାମିଲ

ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଗାଁରେ କଂଗ୍ରେସ । ଭୋଗରାଇ ବ୍ଲକ ପଳାସିଆକୁ ଯାଇ ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ତାଙ୍କ ସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର…

ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କରାଇଲା ପାଣିପାଗ ବିଭାଗ

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆକଳନ…