ଶହୀଦ ବାଜି ରାଉତ ଜନ୍ମ ଶତ ବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଢେଙ୍କାନାଳ ଭୁବନର ବାଜି ରାଉତଙ୍କ ଜନ୍ମସ୍ଥାନ ନୀଳକଣ୍ଠପୁର ଠାରେ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀଳକଣ୍ଠପୁର ଠାରେ ଆୟୋଜିତ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ଏସଆଇ ନିଯୁକ୍ତି ଜାଲିଆତି ମାମଲା; ବଡ଼ ମୁଣ୍ଡମାନଙ୍କୁ ଖସାଇବାକୁ ଉଦ୍ୟମ ହେଉଛି: ବିଜେଡି

ପୁଲିସ ସବ ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ପୁଣି ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ। ପୁଣି ଦୋହରାଇଲା ସିବିଆଇ ତଦନ୍ତ । ଆଜି ସାମ୍ୱାଦିକ ସମ୍ମିଳନୀ କରି ବିଜେଡିର…

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣା; ଆଜି ଅପରାହ୍ଣ ୪ଟାରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଜରୁରୀ ବୈଠକ

ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ଆଜି ଅପରାହ୍ନ ୪ଟାରେ ସବୁ ରାଜ୍ୟର ସ୍ବାସ୍ଥ୍ୟ ସଚିବ ଓ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ କେନ୍ଦ୍ର…

ରାଇକିଆ ବ୍ଲକ ଅଧ୍ୟକ୍ଷ ପଦରୁ ହଟିଲେ ପ୍ରୀତମ୍ ଚନ୍ଦ୍ର ପ୍ରଧାନ

ପଦରୁ ହଟିଲେ ରାଇକିଆ ଅଧ୍ୟକ୍ଷ । କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରିତମ ପ୍ରଧାନଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟରେ ସେ ତାଙ୍କର ପଦବୀ ହରାଇଛନ୍ତି । ଏ ନେଇ ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ଏହା…

ମାଷ୍ଟରମାଇଣ୍ଡକୁ ଛାଡ଼ି ପରୀକ୍ଷାର୍ଥୀଙ୍କ ପଛରେ କ୍ରାଇମ୍‌ବ୍ରାଞ୍ଚ !

ଓଡ଼ିଶାରେ ବ୍ୟାପମ୍ ! ପୁଲିସ ଏସ୍ଥାଇ ପରୀକ୍ଷା ସ୍କାମ୍ ଏହି ସନ୍ଦେହ ବଢ଼ାଇ ଦେଇଛି । ୯୩୩ଟି ଏସ୍‌ଆଇ ପଦବୀ ପୂରଣ ନିମନ୍ତେ ଯେଉଁ ଭୟଙ୍କର ସ୍କାମ୍ ସଂଗଠିନ ହୋଇଛି ସେଥିରେ କେବଳ ଚାକିରୀ ଆଶାୟୀ ଏବଂ ୬ ଜଣ ଦଲାଲ…

ଭସାଣି ବେଳେ ମୁସଲମାନ ବସ୍ତିରୁ ଟେକା ମାଡ଼ ଘଟଣା; ଆସନ୍ତାକାଲି କଟକ ବନ୍ଦ ଡାକରା

ଆସନ୍ତାକାଲି କଟକ ବନ୍ଦ । ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣାକୁ ନେଇ ଆସନ୍ତାକାଲି କଟକ ବନ୍ଦ ଡାକରା ଦେଲା ବିଶ୍ୱ ହିନ୍ଦୁ ପରିଷଦ । ଗଣ୍ଡଗୋଳ ଘଟଣାରେ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ କରି ବନ୍ଦ ଡାକରା ଦେଇଛି ବିଶ୍ୱ…

ଦଶହରା ଦୁର୍ଗା ମେଢ଼ ପାଇଁ ରାଜ୍ୟ ସରକାରଙ୍କ ୭ କୋଟିର ଭେଟି

ଚଳିତ ବର୍ଷ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମୁଦାୟ…

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଓ ଟି-୨୦ ଦଳ ଘୋଷଣା; ଶୁବମନ ଗିଲ୍ ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଆଜି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି । ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରିଛି ବିସିସିଆଇ । ଶ୍ରେୟସ ଆୟରଙ୍କୁ ଭାରତର ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଛି…

ମା’ ଦୁର୍ଗାଙ୍କ ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ଦୃଢ଼ ନିନ୍ଦା କରିଛନ୍ତି ଭକ୍ତ ଦାସ

କଟକରେ ଦଶହରାରେ ମା’ ଦୁର୍ଗାଙ୍କ ଭସାଣି ସମୟରେ, ଦରଘା ବଜାର ଠାରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଘଟଣାର ଦୃଢ଼ ନିନ୍ଦା କରିଛନ୍ତି…