Mohammed Moquim: ସୋନିଆ ଗାନ୍ଧୀଙ୍କୁ ମହମ୍ମଦ ମୋକିମଙ୍କ ଚିଠି; ଭକ୍ତ ଦାସଙ୍କ ନେତୃତ୍ଵ ନେଇ ଉଠାଇଲେ ପ୍ରଶ୍ନ

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିଲେ ମହମ୍ମଦ ମୋକିମ । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ଵ ନେଇ ଉଠାଇଲେ ପ୍ରଶ୍ନ । ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ମହମ୍ମଦ ମୋକିମ୍। ଭକ୍ତ ଦାସଙ୍କ ନେତୃତ୍ୱରେ ଆଗକୁ ବଢ଼ିବା ଅସମ୍ଭବ ।…

Diwali Joins UNESCO Heritage List: UNESCO ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ‘ଦୀପାବଳି’

ୟୁନେସ୍କୋରେ ସ୍ଥାନ ପାଇଲା ଆଲୋକର ପର୍ବ ‘ଦୀପାବଳି’ । ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସ୍ଥାନ ପାଇଛି । ଏନେଇ ‘X’ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି । ଦୀପାବଳି ଆମ ସଂସ୍କୃତି ଏବଂ ନୀତି ସହିତ…

Malkangiri Violence: ମାଲକାନଗିରିରେ ଉତ୍ତେଜନା: ଆହୁରି ୨୪ ପାଇଁ ଇଣ୍ଟରନେଟ୍ କଟକଣାକୁ ବୃଦ୍ଧି କରିଛି ପ୍ରଶାସନ

ଦିନକୁ ଦିନ ମାଲକାନଗିରିରେ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଆହୁରି ୨୪ ଘଣ୍ଟା ପାଇଁ ମାଲକାନଗିରିରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆଜି ଦିନ ୧୨ ଯାଏଁ କଟକଣା ଲାଗୁ ହୋଇଥିଲା ତେବେ ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ…

Mahanadi Water Dispute: ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ ସମ୍ମୁଖରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟାଗୁଡିକୁ ଦୃଷ୍ଟିରେ ରଖି, ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେକରି, ସରକାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

Odisha Primary Teachers: ୫ ଦିନ ପରେ ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ

୫ ଦିନ ପରେ ଆନ୍ଦୋଳନରୁ ହଟିଲେ ଓଡ଼ିଶା କନିଷ୍ଠ ପ୍ରାଥମିକ ଶିକ୍ଷକ ସଂଘ । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସହ ଆଲୋଚନା ପରେ ବିକ୍ଷୋଭ ସମାବେଶକୁ ସାମୟିକ…

Malkangiri Violence: ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି ରାଖେଲଗୁଡାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ପୋଲିସକୁ ମିଳିଛି କଟା ମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ମିଳିଛି । ମୃତଦେହ ମିଳିଥିବା ଜାଗା ଠାରୁ ପ୍ରାୟ ୪୦ କିମି ଦୂରରେ ମହିଳାଙ୍କ କଟାମୁଣ୍ଡ…

Odisha Road Projects: ୪୪୭୭୧ କୋଟି ରାସ୍ତା ପ୍ରକଳ୍ପକୁ କେନ୍ଦ୍ରର ମଞ୍ଜୁରୀ

୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ରର ଅନୁମୋଦନ । ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ମଞ୍ଜୁର ମିଳିଥିବା ବେଳେ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ମିଳିଛି । ଭୁବନେଶ୍ୱରରୁ…

Barabati T20: ବାରବାଟୀରେ ଭାରତର ବିରାଟ ବିଜୟ

ବାରବାଟୀରେ ଭାରତର ବିରାଟ ବିଜୟ। କଟକ ବାରବାଟୀ ଷ୍ଟାଡିୟମରେ ଆଜି ସନ୍ଧ୍ୟାରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍ ରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ଭାରତ। ୭୪ରେ ଦକ୍ଷିଣ ଆଫ୍ରିକା ଅଲ୍‌ ଆଉଟ୍‌।…

Goa Fire Tragedy: ଗୋଆ ନାଇଟ୍ କ୍ଲବ ଫାୟାର ଟ୍ରାଜେଡି: ଲୁଥ୍ରା ବ୍ରଦର୍ସଙ୍କ ବିରୋଧରେ ବୁଲଡୋଜର ଆକ୍ସନ

ଗୋଆ ନାଇଟ୍ କ୍ଲବ ଫାୟାର ଟ୍ରାଜେଡି ପରେ ଆକ୍ସନ। ଗୋଆର ‘ବିର୍ଚ ବାଏ ରୋମିଓ ଲେନ୍’ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାର ଆକ୍ସନ୍ସ ମୁଡକୁ ଆସିଛନ୍ତି । ମାଲିକ ଲୁଥ୍ରା ବ୍ରଦର୍ସଙ୍କ ବିରୋଧରେ ବୁଲଡୋଜର ଆକ୍ସନ। ଲୁଥ୍ରା ବ୍ରଦର୍ସଙ୍କ…

Plus Two Exam: ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ ହୋଇଛି । ମାର୍ଚ୍ଚ ୧୧ ତାରିଖରେ ଓଡିଆକୁ ଛାଡି ଅନ୍ୟ ସମସ୍ତ…