ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ…

ନିଟ୍‌ ବିବାଦ: ଦୁଇ ଶିକ୍ଷକଙ୍କୁ ପଚରାଉଚରା କଲା ଏଟିଏସ୍‌

ନିଟ୍‌ ୟୁଜି ମାମଲାରେ ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ପରୀକ୍ଷାର୍ଥୀଙ୍କ ସମେତ ସେମାନଙ୍କ ଅଭିଭାବକ ରାଜରାସ୍ତାରେ ବିକ୍ଷୋଭ କରୁଛନ୍ତି । ଏହାରି ମଧ୍ୟରେ ତଦନ୍ତ ପ୍ରକ୍ରିୟା ଜାରି ରହିଛି । ପୋଲିସ ବିହାର ସମେତ ଅନ୍ୟ…

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ୟେଲୋ ଆଲର୍ଟ ଜାରି

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା…

ଟ୍ରକ୍ ଚାପାରେ ମହିଳା ସଫେଇ କର୍ମଚାରୀଙ୍କ ମୃତ୍ୟୁ

ମାଲକାନଗିରି ସଦର ମହକୁମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ଟ୍ରକ ଚାପାରେ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଘଟଣା ଅନୁଯାୟୀ ଆଜି ସକାଳେ ସ୍ଥାନୀୟ ଟିନା ଗ୍ୟାରେଜ ଛକ ନିକଟରେ ବାସ କରୁଥିବା…

କିସ୍‌ ଜମି ମାମଲାର ତଦନ୍ତ ହେବ: ଜିଲ୍ଲାପାଳ

କିସ୍‌ ଜମି ମାମଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ସେ କହିଛନ୍ତି ଆମେ ଆଦିବାସୀ ମନ୍ତ୍ରାଳୟର ଚିଠି ପାଇଛୁ। ତା’ ଉପରେ ଅନୁଧ୍ୟାନ କରାଯାଉଛି। ଆଗରୁ କଣ ହୋଇଥିଲା ସେ ବିଷୟରେ ଆମେ ଜାଣିନୁ। ଏବେ କେସ୍ ରେକର୍ଡ ଷ୍ଟଡି…

ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସ୍‌ଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ୍। ପ୍ଲାଟଫର୍ମ ଟିକେଟ୍ କୁ ଜିଏସଟିମୁକ୍ତ କରାଯିବ। ପ୍ରତୀକ୍ଷାଳୟ ଏବଂ ବ୍ୟାଟେରୀ କାର୍ ସୁବିଧା ଜିଏସଟିରୁ ବାଦ୍ ଦିଆଯିବ। ସବୁ ପ୍ରକାରର…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

ଆଜିଠୁ ଶ୍ରୀ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ

ଆଜିଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ। ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି ଅଣସର ଦର୍ଶନ। ଏହି ସମୟରେ ଅଲାରନାଥରେ ବିଷ୍ଣୁ ରୂପରେ ଦର୍ଶନ ଦେବେ ମହାପ୍ରଭୁ। ଅଣସର ସମୟରେ ପ୍ରଭୁ ଅଲାରନାଥଙ୍କୁ ଦର୍ଶନ କଲେ ଶ୍ରୀମନ୍ଦିରେ ଶ୍ରୀଜିଉଙ୍କୁ ଦର୍ଶନ…

ନିଟ୍-ପିଜି ପ୍ରବେଶିକା ପରୀକ୍ଷା ସ୍ଥଗିତ

ଦେଶରେ ସ୍ଥଗିତ ହେଲା ସ୍ଥଗିତ ହେଲା NEET-PG (ନିଟ୍-ପିଜି) ପ୍ରବେଶିକା ପରୀକ୍ଷା । NTA ଦ୍ୱାରା ଆସନ୍ତାକାଲି ହେବାକୁ ଥିବା ପରୀକ୍ଷା ସ୍ଥଗିତ କରାଯାଇଛି । ନିକଟରେ ବିଭିନ୍ନ ପରୀକ୍ଷାକୁ ନେଇ ଅନିୟମିତତା ଅଭିଯୋଗ ପରେ ଏ ପଦକ୍ଷେପ ନିଆଯାଇଛି ।…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ହଟିଲେ ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂ

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ।ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂଙ୍କୁ ହଟେଇ ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ। ଏବେ ସେ ଇଣ୍ଡିଆ…