ତାଜା ଖବର ରାଜ୍ୟ Chief Secretary Reviews SCB Expansion: ଏସ୍ସିବି ମେଡିକାଲ୍ କଲେଜର ପୁନର୍ବିକାଶ ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ November 22, 2026 Papirani
ତାଜା ଖବର ରାଜନୀତି ରାଜ୍ୟ Congress Calls Ex-CM Tour Probe Political Drama: ବିଜେଡି ସହ ଦୂରତା ଦେଖାଇବାକୁ ତଦନ୍ତ ନାଟକ କରୁଛନ୍ତି ମୁଖ୍ୟମନ୍ତ୍ରୀ: ଭକ୍ତ ଚରଣ ଦାସ November 22, 2026 Papirani
ତାଜା ଖବର ରାଜ୍ୟ Chief Secretary Reviews SCB Expansion: ଏସ୍ସିବି ମେଡିକାଲ୍ କଲେଜର ପୁନର୍ବିକାଶ ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ November 22, 2026 Papirani
ତାଜା ଖବର ରାଜନୀତି ରାଜ୍ୟ Congress Calls Ex-CM Tour Probe Political Drama: ବିଜେଡି ସହ ଦୂରତା ଦେଖାଇବାକୁ ତଦନ୍ତ ନାଟକ କରୁଛନ୍ତି ମୁଖ୍ୟମନ୍ତ୍ରୀ: ଭକ୍ତ ଚରଣ ଦାସ November 22, 2026 Papirani
ତାଜା ଖବର ରାଜ୍ୟ Lord Jagannath’s Land Restored: ୧୯୯୭ ମସିହାର ମାମଲାର ହେଲା ସମାଧାନ; ମହାପ୍ରଭୁଙ୍କ ନାଁରେ ଫେରିଲା ୦.୧୧୫ ଏକର ଜମି November 22, 2026 Papirani
ତାଜା ଖବର ରାଜନୀତି ରାଜ୍ୟ BJP Slams BJD Over Naveen Foreign Visit Probe: ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ଖର୍ଚ୍ଚ ତଦନ୍ତ ପ୍ରସଙ୍ଗ: ବିଜେଡିକୁ ବିରଂଚି ନାରାୟଣଙ୍କ କଡ଼ା ସମାଲୋଚନା November 22, 2026 Papirani
ତାଜା ଖବର ରାଜ୍ୟ PM SVANidhi Samman Awards 2026: ପିଏମ୍ ସ୍ୱନିଧି ପୁରସ୍କାରରେ ଓଡ଼ିଶାର ଐତିହାସିକ ସଫଳତା; ଜାତୀୟ ସ୍ତରରେ ଗୌରବ ଆଣିଲେ ରାସ୍ତାକଡ଼ ବ୍ୟବସାୟୀ November 22, 2026 Papirani
ତାଜା ଖବର ରାଜନୀତି ରାଜ୍ୟ ନାବାଳିକା ଯୌନ ନିର୍ଯାତନା ମାମଲା: ଗିରଫ ପରେ ଭୁବନେଶ୍ବର କର୍ପୋରେଟର ଅମରେଶ ଜେନାଙ୍କୁ ନିଲମ୍ବନ କଲା ବିଜେଡି July 27, 2025 Papirani ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନା ଓରଫ ବାୟାଁ ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ପରେ ବିଏମସି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଳମ୍ବିତ ହୋଇଛନ୍ତି। ଜଣେ ନାବାଳିକାଙ୍କୁ ବିବାହର…
ତାଜା ଖବର ଦେଶ ହରିଦ୍ୱାରରେ ଦଳାଚକଟା: ୭ ମୃତ, ଅନେକ ଆହତ July 27, 2025 Papirani ଉତ୍ତରାଖଣ୍ଡର ହରିଦ୍ବାରସ୍ଥିତ ମନସା ଦେବୀ ମନ୍ଦିରର ପାଦଚଲା ରାସ୍ତାରେ ଦଳାଚକଟା। ଏହି ଦୁର୍ଘଟଣାରେ ୭ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ସହିତ ଅନେକ ଆହତ ହୋଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ସ୍ଥାନୀୟ ପୋଲିସ…
ତାଜା ଖବର ରାଜ୍ୟ ଏଫଏମ ୟୁନିଭର୍ସିଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ July 27, 2025 Papirani ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । ଜଣେ ସହକାରୀ ପ୍ରଫେସରଙ୍କ କ୍ବାର୍ଟର୍ସରେ ପଶି ଦୁଷ୍କର୍ମ ଉଦ୍ୟମ କରିଥିଲା ଯୁବକ । ଏହାପରେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ…
ତାଜା ଖବର ରାଜ୍ୟ ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ July 27, 2025 Papirani ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ। ଆନନ୍ଦପୁରରେ ବୈତରଣୀର ବିପଦ ସଂକେତ ୩୮.୩୬ ମିଟର ଥିବା ବେଳେ ଏହା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଯାଜପୁର ଜିଲ୍ଲା ଆଖୁଆପଦା, ବଲ୍ଲୀଘାଟ ଓ ଦଶରଥପୁରରେ ବିପଦ…
ରାଜନୀତି ରାଜ୍ୟ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ July 26, 2025 Nirvay କମିସନରେଟ୍ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ…
ରାଜ୍ୟ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା July 26, 2025 Nirvay ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…
ରାଜ୍ୟ ଅଟଳ ପ୍ରତିଭା ସମ୍ମାନ ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 26, 2025 Nirvay ଅଟଳ ଯୁବଶକ୍ତି ଅନୁଷ୍ଠାନ, ଯୁଗ ପୁରୁଷ ପୂଜ୍ୟ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏକ ସ୍ଵତନ୍ତ୍ର ସମାରୋହ ତଥା ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିବା ଏକ ଅନନ୍ୟ ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…
ରାଜନୀତି ରାଜ୍ୟ ନାରୀ ନିର୍ଯାତନାର ବୃଦ୍ଧି ପ୍ରସଙ୍ଗରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ July 26, 2025 Nirvay ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଅହେତୁକ ଭାବେ ନାରୀ ନିର୍ଯାତନା ବୃଦ୍ଧି ପାଇଥିବା ଯୋଗୁଁ ବିଜୁ ଜନତା ଦଳ ତରଫରୁ ଶନିବାର ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିକ୍ଷୋଭ ପରେ ବିଜେଡି…
ରାଜ୍ୟ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି; ବିପଦ ସଙ୍କେତ ଟପିଲା ବୈତରଣୀ July 26, 2025 Nirvay ଓଡ଼ିଶାର ଉତ୍ତର ଜିଲ୍ଲାଗୁଡ଼ିକ ବିଶେଷକରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ଆଶଙ୍କା…
ଖେଳ ସେପ୍ଟେମ୍ବର ୯ ରୁ ଏସିଆ କପ୍ ୨୦୨୫ July 26, 2025 Nirvay ପହଲଗାମ ଘଟଣା ପରେ ଭାରତ-ପାକିସ୍ତାନ ମ୍ୟାଚ୍କୁ ନେଇ ଥିବା ସସ୍ପେନ୍ସ ଆଜି ଦୂର ହୋଇଛି । ସେପ୍ଟେମ୍ବର ୯ ରୁ ୨୮ତାରିଖ ପର୍ଯ୍ୟନ୍ତ ଖେଳାଯିବ ଏସିଆ କପ୍ ୨୦୨୫ । ସେପ୍ଟେମ୍ବର ୨୮ରେ ଫାଇନାଲ ଖେଳାଯିବ । ଭାରତ ଏସିଆ କପ…