ସରିଲା କାଳ କାଳର ପ୍ରତୀକ୍ଷା; ବିରାଜିଲେ ଶ୍ରୀରାମ

ଅଯୋଧ୍ୟା: ବିରାଜିଲେ ମହାପ୍ରଭୁ ଶ୍ରୀରାମ। ସରିଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା। ୫୦୦ ବର୍ଷ ପରେ ନିଜ ଜନ୍ମ ଭୁମିକୁ ଫେରିଲେ ପ୍ରଭୁ ରାମ। ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ପୁରୋଧା ଭାବେ ବସି ପୂଜା କାର୍ଯ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।…

୫୦୦ ବର୍ଷର ସ୍ବପ୍ନ ହେବ ପୂରଣ; ପ୍ରତିଷ୍ଠା ହେବ ଅଯୋଧ୍ୟା ରାମ ମନ୍ଦିର

ନୂଆଦିଲ୍ଲୀ: ଆଉ କିଛି ସମୟର ବ୍ୟବଧାନ ପରେ ପ୍ରତିଷ୍ଠା ହେବ ଅଯୋଧ୍ୟାରେ ନବନିର୍ମିତ ରାମ ମନ୍ଦିର। ଦିନ ପ୍ରାୟ ୧୨.୨୦ ମିନିଟ ସମୟରେ ମର୍ଯ୍ୟାଦାପୁରୁଷ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ କାର୍ଯ୍ୟକ୍ରମ ସମାପନ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉତ୍ତର…

ରାମ ନାମରେ ସଜେଇ ହେଲା ମୁକେଶ ଅମ୍ବାନୀଙ୍କ ଘର

ମୁମ୍ବାଇ: ଆଜି ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଆଉ ଏଥିପାଇଁ ଚଳଚଞ୍ଚଳ ପୂରା ଅଯୋଧ୍ୟା ନଗରୀ । ସେହି ଦିବ୍ୟ ମୁହୂର୍ତ୍ତକୁ ସାରା ଦେଶ ଅନାଇ ବସିଛି । ବିଭନ୍ନ ସ୍ଥାନରେ ଏହି ଉତ୍ସବକୁ ପାଳନ ପାଇଁ ଭିନ୍ନ…

ବାହାନଗା ଟ୍ରେନ୍ ଟ୍ରାଜେଡି; ତତ୍କାଳୀନ ୨ ରେଳ କର୍ମଚାରୀ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର: ଗତ ବର୍ଷ ଜୁନ ମାସ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଯାଇଥିବା ମର୍ମନ୍ତୁଦ ଦୁର୍ଘଟଣା ଆଜି ପର୍ଯ୍ୟନ୍ତ ମନରୁ ଲିଭି ନାହିଁ । ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିବା ସହ ୧ ହଜାରରୁ…

ଶ୍ରୀରାମଲଲାଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବମୁଖର ସମଗ୍ର ଦେଶ

ନୂଆଦିଲ୍ଲୀ: ଅଯୋଧ୍ୟାରେ ଶ୍ରୀରାମଲଲା ବିରାଜମାନର ପ୍ରାଣ ପ୍ରତିଷ୍ଠା ସମାରୋହକୁ ଐତିହାସିକ କରିବାପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଏହି ଭବ୍ୟ ଉତ୍ସବକୁ ଦେଖିବାପାଇଁ ହଜାର ହଜାର ସଂଖ୍ୟାରେ ରାମଭକ୍ତ…

ମହିଳାଙ୍କୁ ଏମିତି ସହାୟତା କଲେ ରାଜ୍ୟପାଳ ରଘୁବର ଦାସ; ପଢନ୍ତୁ ପୁରା ଖବର

ଯାଜପୁର: ରାଜ୍ୟପାଳ ରଘୁବର ଦାସ ଦିନିକିଆ ଯାଜପୁର ଜିଲା ଗସ୍ତରେ ଆସି ପ୍ରଥମେ ମା ବିରଜାଙ୍କ ଦର୍ଶନ କରିବା ସହ ଦଶରଥପୁର ବ୍ଲକ ର ବିଭିନ୍ନ ଅଞ୍ଚଳ କୁ ଯାଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁଭେଟିଛନ୍ତି । ପ୍ରଥମେ ଖଣ୍ଡରା ପଂଚାୟତ କାର୍ଯ୍ୟାଳୟ…

ସୋଏବ ମଲିକଙ୍କ ତୃତୀୟ ବିବାହ, ସାନିଆ ମିର୍ଜା ନିରାଶ

ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ। ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦ୍‌ଙ୍କ ସହ ସୋଏବ ବିବାହର ଫଟୋ ନିଜ ସୋସିଆଲ ମିଡିଆରେ…

ସଡକ ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

କଟକ: କଟକ ନିକଟ ମଙ୍ଗୁଳି ଛକରେ ଦୁର୍ଘଟଣା । କାର ଦୁର୍ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଚୌଦ୍ବାର ଦମକଳ ବାହିନୀ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ତେବେ ତାଙ୍କୁ କଟକ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ଶକ୍ତି ବନ୍ଦନ କର୍ମଶାଳା’ ଅନୁଷ୍ଠିତ

ଭୁବନେଶ୍ୱର : ମାଁ, ଭଉଣୀମାନଙ୍କୁ ସଶକ୍ତୀକରଣ କରିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ମୋଦି ଗ୍ୟାରେଂଟି ପ୍ରତି ସମଗ୍ର ଦେଶବାସୀ ଆସ୍ଥା ପ୍ରକଠ କରିଛନ୍ତି । ଆଗାମୀ ସାଧାରଣ ନିର୍ବାଚନରେ ଓଡିଶାବାସୀ ମଧ୍ୟ ମୋଦି ଗ୍ୟାରେଂଟି ପ୍ରତି ଆସ୍ଥା ପ୍ରକଟ…