ଦେଶ ରାଜ୍ୟ Statue of Equality: ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ December 20, 2025 Nirvay
ରାଜନୀତି ରାଜ୍ୟ Malkangiri Violence: ୨୩ରେ ପିସିସି ସଭାପତିଙ୍କ ନେତୃତ୍ୱରେ ମାଲକାନଗିରି ଗସ୍ତ କରିବେ କଂଗ୍ରେସ ପ୍ରତିନିଧି ଦଳ December 20, 2025 Nirvay
ଦେଶ ରାଜ୍ୟ Statue of Equality: ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ December 20, 2025 Nirvay
ରାଜନୀତି ରାଜ୍ୟ Malkangiri Violence: ୨୩ରେ ପିସିସି ସଭାପତିଙ୍କ ନେତୃତ୍ୱରେ ମାଲକାନଗିରି ଗସ୍ତ କରିବେ କଂଗ୍ରେସ ପ୍ରତିନିଧି ଦଳ December 20, 2025 Nirvay
ରାଜ୍ୟ Pollution Certificate In Odisha: ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମିଳିବ ନାହିଁ December 20, 2025 Nirvay
ତାଜା ଖବର ରାଜନୀତି ରାଜ୍ୟ BJD Foundation Day: ଡିସେମ୍ୱର ୨୬ରେ ବିଜେଡି ପାଳିବ ରାଜ୍ୟବ୍ୟାପୀ ୨୯ତମ ପ୍ରତିଷ୍ଠା ଦିବସ December 20, 2025 Nirvay
ରାଜ୍ୟ Maoist-Free India: ମାଓବାଦୀଙ୍କୁ ଧରିବା ପାଇଁ ବୌଦ୍ଧ ପୋଲିସ ପକ୍ଷରୁ ଜାରି କରାଗଲା ପୋଷ୍ଟର December 20, 2025 Nirvay
ତାଜା ଖବର ରାଜନୀତି ରାଜ୍ୟ ରାହୁଲ ଗାନ୍ଧୀ ଫଟୋ ଉପରକୁ ଗୋବର ମାଡ଼ ଘଟଣା: ପୋଲିସ କମିଶନରେଟ କାର୍ଯ୍ୟାଳୟ ଘେରିଲା କଂଗ୍ରେସ July 5, 2024 Papirani କଂଗ୍ରେସ ଭବନ ସମ୍ମୁଖରେ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରେ ବିଜେପି କର୍ମୀଙ୍କ ଗୋବର ମାଡ଼ ଘଟଣାରେ ଆଜି କମିଶନରେଟ ପୋଲିସ ଅଫିସ ଘେରାଉ କରିଛନ୍ତି ଛାତ୍ର କଂଗ୍ରେସ । ବିଜେପି କର୍ମୀଙ୍କୁ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଘେରାଉ । ବିକ୍ଷୋଭରେ…
ବ୍ୟବସାୟ ୭ ଓ ୮ରେ ପ୍ରବଳ ବର୍ଷା July 5, 2024 Nirvay ଆସନ୍ତା ୭ ଓ ୮ ତାରିଖରେ ରଥଯାତ୍ରା ହେବାକୁ ଥିବା ବେଳେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୭ରେ ପ୍ରବଳ, ୮ରେ ହାଲୁକାରୁ ମଧ୍ୟମ ବର୍ଷା ନେଇ ସୂଚନା। ପୁରୀକୁ ବି ପ୍ରବଳ ବର୍ଷା ହେବା…
ରାଜ୍ୟ ଅଗଷ୍ଟ ୧୧ରେ NEET-PG ପରୀକ୍ଷା July 5, 2024 Nirvay ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଏଜେନ୍ସି ପକ୍ଷରୁ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା July 5, 2024 Papirani ପୁଣି ଅଡ଼ୁଆରେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ। ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ…
ରାଜ୍ୟ ସୁରେନ୍ଦ୍ରନାଥଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି July 5, 2024 Nirvay ପରଲୋକରେ ବରିଷ୍ଠ ନେତା, ପୂର୍ବତନ ବିଧାୟକ, ମନ୍ତ୍ରୀ ତଥା ପୂର୍ବତନ ଉପ-ବାଚସ୍ପତି ସୁରେନ୍ଦ୍ରନାଥ ନାୟକ । ତାଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି…
ରାଜ୍ୟ ଖୋଲା ହେବ ରତ୍ନ ଭଣ୍ଡାର? ସବୁ ସେ କାଳିଆର ଇଛା! July 5, 2024 Nirvay ଜଗତର ନାଥ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ଵନିୟନ୍ତା । ତାଙ୍କ ଇଛା ବିନା ଗଛରୁ ପତ୍ରଟିଏ ବି ହଲେନି। ମହାପ୍ରଭୁଙ୍କ ନାଁରେ ଅପପ୍ରଚାର ଓ ଗୁଜବ ସୃଷ୍ଟି କରି କେହି ବର୍ତ୍ତି ଯାଇପାରିବେନି। ରତ୍ନଭଣ୍ଡାର ଖୋଲିବା ନେଇ ଯେତେ ବୈଠକ ଓ…
ରାଜ୍ୟ ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଜବାବ ଦେଲେ ପୃଥ୍ୱୀରାଜ July 5, 2024 Nirvay ରତ୍ନଭଣ୍ଡାର ପ୍ରସଙ୍ଗରେ ପ୍ରମିଳା ମଲ୍ଲିକଙ୍କୁ କଡ଼ା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବ କମିଟି ଭଙ୍ଗାଗଲା ବୋଲି କହିଥିଲେ ପ୍ରମିଳା ମଲ୍ଲିକ। ସେମାନେ ଖାଲି ଭୁଆଁ ବୁଲେଇବେ ବୋଲି କହିଥିଲେ ବିରୋଧୀ ଦଳ ମୁଖ୍ୟ…
ରାଜ୍ୟ ରାଜ୍ୟରେ ଲାଗିବ ୫ କୋଟି ଚାରା: ପରିବେଶ ସଚିବ July 5, 2024 Nirvay ବୃକ୍ଷରୋପଣ ନେଇ ଜଙ୍ଗଲ ଓ ପରିବେଶ ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଏ ବର୍ଷ ରାଜ୍ୟରେ ୫ କୋଟି ଗଛ ଲଗାଯିବ ବୋଲି କହିଛନ୍ତି। ୧୮ ମାସିଆ ପରିବର୍ତ୍ତେ ୩୦ ମାସିଆ ଚାରା ଦିଆଯିବ। ପରିବେଶ ସୁରକ୍ଷା ପାଇଁ ପରିବେଶ…
ତାଜା ଖବର ରାଜନୀତି ରାଜ୍ୟ ବିଧାନସଭା ପରିସରରେ ସୁରେନ୍ଦ୍ରନାଥ ନାୟକଙ୍କୁ ଦିଆଗଲା ଶେଷ ଶ୍ରଦ୍ଧାଞ୍ଜଳି July 5, 2024 Papirani ପରଲୋକରେ ବରିଷ୍ଠ ନେତା ସୁରେନ୍ଦ୍ର ନାୟକ । କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ମରଶରୀର ବିଧାନସଭା ପହଞ୍ଚିଛି। ବିଧାନସଭା ପରିସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି…
ତାଜା ଖବର ସୁନ୍ଦରଗଡରେ ଗୁଳିକାଣ୍ଡ, ୬ଜଣ ଗୁରୁତର July 5, 2024 Papirani ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲରେ ହୋଇଛି ଗୁଳିକାଣ୍ଡ । ୨୦୦ରୁ ଊର୍ଦ୍ଧ୍ବ ରାଉଣ୍ଡ ଗୁଳି ଚାଳନା ହୋଇଥିବା ବେଳେ ୧୦୦ ବୋମା ଫୁଟିଥିବା ସୂଚନା । ଗୁଳିକାଣ୍ଡ ଯୋଗୁ ନଷ୍ଟ ହୋଇଯାଇଛି ଦାମୀ ଦୀମୀ କାର୍।ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି…