ଆଜି ଗଞ୍ଜାମରେ ବିଶାଳ ରୋଡ ସୋ’ କରିବେ ଭିକେ ପାଣ୍ଡିଆନ୍

ଆଜି ବିଜେଡିର ଦ୍ୱିତୀୟ ଷ୍ଟାର କ୍ୟାମ୍ପେନର ଭି କାର୍ତ୍ତିକେୟ ପାଣ୍ଡିଆନ୍‍ ଗଞ୍ଜାମର ଶେରଗଡ଼ଠାରେ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ସେରଗଡରୁ ଆରମ୍ଭ କରିଛନ୍ତି ପ୍ରଚାର । ସୋମବାରଦିନ ସେ ଗୋପାଳପୁରଠାରେ ନିର୍ବାଚନ ରୋଡ ଶୋ’କରିଥିଲେ। ଆଜି ଶେରଗଡ଼ର ଗୋଠ ଗାଁରେ…

ତାତିରୁ ମିଳିବ ମୁକ୍ତି

ତାତିରୁ ମିଳିଲା ଆଶ୍ୱସ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।ଗତକାଲି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ବର୍ଷା। ରାଜ୍ୟରେ ଆଗାମୀ ୩…

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାର ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସରକାରଙ୍କୁ ଟାର୍ଗେଟ କରି ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ କେମିତି ପ୍ରଚାର କରୁଛନ୍ତି ତାହା ଓଡ଼ିଶାବାସୀ ଦେଖୁଛନ୍ତି ।ଓଡ଼ିଶାରେ ନିର୍ବାଚନ ନାଚଗୀତ, ମେଲୋଡି ଜରିଆରେ ପ୍ରଚାର କରୁଛନ୍ତି । ଓଡ଼ିଶାରେ ନିର୍ବାଚନ ପ୍ରଚାରକୁ ହାଲୁକା ଭାବେ ନେଉଛି…

ଜୁନ୍ ୧ରେ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରୁ ୬ଟି ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏହି ଚତୁର୍ଥ ପର୍ଯ୍ୟାୟର ଭୋଟିଂ ପ୍ରକ୍ରିୟା ଜୁନ ୧ରେ ସକାଳ…

ଆଜି ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଆଜି ସକାଳୁ ସକାଳୁ କଡା ସୁରକ୍ଷା ବଳୟରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କିଛି ଦୂରରୁ ବୁଥକୁ ଚାଲି ଚାଲି ଆସିଥିଲେ…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: ନିର୍ବାଚନ ଆସିଲେ ବିଜେଡିର ନେତା, ମନ୍ତ୍ରୀ ଓ ତାଙ୍କ ପ୍ରାର୍ଥୀମାନେ ଭୁଲ୍ କରିବା ସହ ନିର୍ବାଚନ ଆଚରଣ ବିଧି ଉଲଘଂନ କରନ୍ତି । ଏହା ତାଙ୍କର ଆଜିର ଭୁଲ୍ ନୁହଁ ବରଂ ଦୀର୍ଘ ୨୫ବର୍ଷ ଧରି ବିଜେଡି ଓଡ଼ିଶାବାସୀଙ୍କୁ ଅନ୍ଧାର…

ବଢ଼ିଲା କେଜ୍ରିୱାଲଙ୍କ ସମସ୍ୟା ଆତଙ୍କବାଦୀ ସଂଗଠନରୁ ଚାନ୍ଦା ନେବା ଅଭିଯୋଗ

ନୂଆଦିଲ୍ଲୀ ; ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା କମିବାର ନାଁ ଧରୁନି । ଦିନ କୁ ଦିନ ତାଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ପୂର୍ବରୁ ସେ ମଦ ଦୁର୍ନୀତି ଅଭିଯୋଗରେ ତିହାର ଜେଲ୍‌ରେ ରହିଥିବା ବେଳେ ବର୍ତ୍ତମାନ ତାଙ୍କ ବିରୋଧରେ…

ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି

ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…

ଝାରସୁଗୁଡ଼ାରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଦିର୍ଘସମୟ ପରେ ଭୁବନେଶ୍ୱରରେ ଆସି ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖଡ଼ିଆଳରୁ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ଏହାପରେ ଭୁବନେଶ୍ୱରରୁ ଝାରସୁଗୁଡ଼ା ଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ।…

ଉମା-ସୁଜିତ୍ ମୁହାଁମୁହିଁ

ପୁରୀ; ଆଜି ପୁଣି ପୁରୀରେ ଉମା-ସୁଜିତ୍ ମୁହାଁମୁହିଁ । ଆଜି ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ବେଳେ ଦୁଇ ନେତା ମୁହାଁମୁହିଁ ହୋଇଛନ୍ତି। ଉମାବଲ୍ଲଭ ରଥ ଓ ସୁଜିତ ମହାପାତ୍ର ନାମାଙ୍କନ ଦାଖଲ ପାଇଁ ଯାଇଥିଲେ। ଉମା କଂଗ୍ରେସରୁ ଓ ସୁଜିତ ସ୍ୱାଧୀନ…